Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଭିଡ ନିୟମକୁ ଉଲଙ୍ଘନ କରିବାରୁ ୧ ନଂ ହାଟ ବନ୍ଦ

ଭୁବନେଶ୍ୱର, (ଓଡ଼ିଶା ୱେୟାର)
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ଦ ହେଲା ଭୁବନେଶ୍ୱର ୧ ନମ୍ବର ହାଟ । ଆଜିଠାରୁ ଜୁଲାଇ ପହିଲା ପର‌୍ୟ୍ୟନ୍ତ ହାଟକୁ ବନ୍ଦ କରି ଦିଆଯାଇଛି । ଉଭୟ ହୋଲସେଲ୍ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବନ୍ଦ କରାଯାଇଛି ।
ଆସନ୍ତାକାଲିଠାରୁ ୨ ଦିନିଆ ସଟଡାଉନ ଥିବାରୁ ଆଜି ହାଟରେ ପ୍ରବଳ ଗହଳି ଲାଗିଥିଲା । ଆଂଶିକ ଲକଡାଉନ ଯୋଗୁଁ ଏବେ ହାଟରେ କାରବାର ଦିନ ୧ଟା ଯାଏ ଚାଲୁଛି। ହେଲେ ଆଜି ହାଟରେ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଥିଲା । ଏପରିକି ସାମାଜିକ ଦୂରତା, ମାସ୍କ ପିନ୍ଧିବା ଭଳି କରୋନା ନିୟମାବଳୀର ଉଲ୍ଲଂଘନ ହେଉଥିବା ନଜରକୁ ଆସିଥିଲା । ପ୍ରବଳ ଜନ ଗହଳି ଯୋଗୁଁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ହାଟକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top