Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କରୋନାରୁ ଆରୋଗ୍ୟ ହେଲେ ୨୯୩୭

ଭୁବନେଶ୍ୱର, ଓଡ଼ିଶା ୱେୟାର):
ମହାମାରୀ କରୋନାରୁ ୨୯୩୭ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୧୫୪୦୦ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
ମହାମାରୀ କରୋନାରୁ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୪୬୦, ଯାଜପୁରରୁ ୨୧୫, ବାଲେଶ୍ୱରରୁ ୨୦୬, ପୁରୀରୁ ୧୬୦, ଭଦ୍ରକରୁ ୧୫୮, ମୟୂରଭଞ୍ଜରୁ ୧୫୭, କେନ୍ଦ୍ରାପଡ଼ାରୁ ୧୧୫, ନୟାଗଡ଼ରୁ ୧୧୫, ଜଗତସିଂହପୁର ୧୦୬, ଅନୁଗୋଳରୁ ୮୬, ଢେଙ୍କାନାଳରୁ ୮୪, କୋରାପୁଟରୁ ୭୩, ସୁନ୍ଦରଗଡ଼ରୁ ୪୮, ମାଲକାନଗିରିରୁ ୪୫, କେନ୍ଦୁଝରରୁ ୩୮, ସମ୍ୱଲପୁରରୁ ୩୨, ବଲାଙ୍ଗିରିରୁ ୨୮, ନବରଙ୍ଗପୁରରୁ୨୪, ରାୟଗଡ଼ାରୁ ୨୪, କଳାହାଣ୍ଡିରୁ ୨୧, ଝାରସୁଗୁଡ଼ାରୁ୧୬, ବରଗଡ଼ରୁ ୧୫, ସୋନପୁରରୁ ୧୩, କନ୍ଧମାଳରୁ୧୨, ଦେବଗଡ଼ରୁ୯, ଗଜପତିରୁ ୯, ବୌଦ୍ଧରୁ ୫, ଗଞ୍ଜାମରୁ୫, ନୂଆପଡ଼ାରୁ ୫ ଓ ଷ୍ଟେଟ୍‌ପୁଲରୁ ୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top