Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚେହେରାରେ ଚମକ ଆଣିବ ରସୁଣ

ରସୁଣ କେବଳ ରୋଷେଇ ଘରେ ମସଲା ରୂପେ କିମ୍ବା ଖାଦ୍ୟର ସ୍ୱାଦ ବଢ଼ାଇବା ପାଇଁ ବ୍ୟବହାର ହୁଏ ତା’ନୁହେଁ ,ଥଣ୍ଡା କାଶ ଠାରୁ ଆରମ୍ଭ କରି ବିଭିନ୍ନ ସାଧାରଣ ରୋଗରୁ ଉପଶମ ଦେଇଥାଏ ଓ ଅନେକ ରୋଗକୁ ନିୟନ୍ତ୍ରିତ କରିଥାଏ । ପାଣିପାଗ ହିସାବରେ ଆପଣଙ୍କୁ ଏହାର ସେବନର ମାତ୍ରା ବଦଳାଇବାକୁ ପଡ଼ିବ । ଆସନ୍ତୁ ଜାଣିବା କେମିତି ରସୁଣ ସୌନ୍ଦର୍ଯ୍ୟ ଉପଚାରରେ ଉପଯୋଗୀ ସାବ୍ୟସ୍ତ ହୋଇଥାଏ।
ପାଟିକୁ ରସୁଣର ସ୍ୱାଦ ଖୁବ୍ କଡା ଲାଗିଥାଏ। ହେଲେ ଏହାକୁ ଖାଇଲେ ବୟସାଧିକରେ ମଳିନ ଓ କୁଞ୍ଚ କୁଞ୍ଚ ଦେଖାଯାଉଥିବା ଚେହେରାରେ ଚମକ ଆସିଥାଏ। କେଶ ଝଡା ସମସ୍ୟା ଦୂର ହୋଇଥାଏ। ଆପଣ ଯଦି ବୟସ ବୃଦ୍ଧି ସତ୍ୱେ ଯୁବା ଦେଖାଯିବା ପାଇଁ ଚାହାନ୍ତି ,ତେବେ ଆପଣଙ୍କୁ ରସୁଣକୁ ନେଇ ଏହି ଉପାୟ ଅବଲମ୍ବନ କରିବାକୁ ହେବ –


୧ -୨୫୦ ଗ୍ରାମ ରସୁଣ ନେଇ ଖଣ୍ଡ ଖଣ୍ଡ କରି କାଟନ୍ତୁ। ଏହାପରେ ତାହାର ଏକ ପେଷ୍ଟ୍ କରି ସେଥିରେ ୨୫ଟି ଲେମ୍ବୁର ରସକୁ ମିଶାନ୍ତୁ।


୨ – ଏହି ମିଶ୍ରଣକୁ ଏକ କାଚର ବୋତଲରେ ରଖି ଭଲ ଭାବରେ ବୋତଲକୁ ହଲାଇ ରଖିଦିଅନ୍ତୁ। ଏଥିସହିତ ଆପଣଙ୍କୁ ଏହି ବୋତଲର ମୁହଁକୁ ବନ୍ଦ କରି ୨୪ ଘଣ୍ଟା ପର୍ଯ୍ୟନ୍ତ ଉକ୍ତ ରସୁଣର ପେଷ୍ଟକୁ କାଚ ବୋତଲରେ ରଖନ୍ତୁ।


୩- ଏକ କପ୍ ଥଣ୍ଡା ପାଣି ସହ ରସୁଣର ପେଷ୍ଟରୁ ଗୋଟିଏ ଚାମଚ ସେବନ କରନ୍ତୁ । ୧୫ ଦିନ ପର୍ଯ୍ୟନ୍ତ ଲଗାତାର ଏପରି ସେବନ କରିବା ଦ୍ୱାରା ଆପଣ ନିଜେ ହିଁ ଏହାର ଫରକ୍ ଅନୁଭବ କରିପାରିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top