Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜମ୍ମୁରେ ବାଦଲ ଫଟା ବର୍ଷା

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀରର କିଶତଓ୍ୱାଡାରେ ବାଦଲ ଫଟା ବର୍ଷା ତାଣ୍ଡବ କରିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ରୁ ଅଧିକ ଲୋକ ନିଖୋଜ ହୋଇଯାଇଛନ୍ତି । ଘର ନଷ୍ଟ ହେବା ବ୍ୟାପକ କ୍ଷୟକ୍ଷତି ହୋଇଛି । ଏପର‌୍ୟ୍ୟନ୍ତ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । SDRF ଏବଂ ସେନା ସହାୟତାରେ ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। ପ୍ରବଳ ବର୍ଷା ହେତୁ ନେଟୱାର୍କ ଠପ ହୋଇପଡିଛି ।
କେନ୍ଦ୍ରୀୟ ଗ୍ହମନ୍ତ୍ରୀ ଅମିତ ଶାହ ଜମ୍ମୁ କାଶ୍ମୀର କିଶତୱାଡର ବାଦଲ ଫଟା ବର୍ଷା ସମ୍ବନ୍ଧରେ ଜମ୍ମୁ କାଶ୍ମୀରର ଖଏ ଏବଂ DGP ସହିତ କଥାବାର୍ତ୍ତା କରିଛନ୍ତି। ସ୍ଥାନୀୟ ଲୋକ ଏବଂ SDRF,ସେନା, ପ୍ରଶାସନ ଦ୍ବାରା ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। NDRF ଟିମ୍ ଘଟଣା ସ୍ଥଳରେ ଖୁବଶୀଘ୍ର ପହଞ୍ଚିବ।
ଜୁଲାଇ ଶେଷ ସୁଦ୍ଧା ଜାମ୍ମୁରେ ଅଧିକ ବର୍ଷା ହେବାର ହୋଇଛି । ଯେଉଁଥିପାଇଁ କିଶତବାର ଅଧିକାରୀମାନେ ଜଳଭଣ୍ଡାର ନିକଟରେ ରହୁଥିବା ଏବଂ ସ୍ଲିପର ଅଞ୍ଚଳରେ ବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି । ପାଣିପାଗ ବିଭାଗ (ଆଇଏମଡି) ଏହି ଅଞ୍ଚଳରେ ଆଉ ଗୋଟିଏ ଦିନ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top