Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର,(ଓଡ଼ିଶା ୱେୟାର) : ଆଉ ଏକ ଲଘୁଚାପ। ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର ଓଡ଼ିଶା ଉପରେ ରହିଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି।
ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିଛି। ଆଜି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ SRCଙ୍କ କାର୍ଯ୍ୟାଳୟରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସହରରେ ଜଳବନ୍ଦୀ ସମସ୍ୟା ସହ ଭୂସ୍ଖଳନ ଆଦିର ମୁକାବିଲା କରିବାକୁ ଆଗୁଆ ପଦକ୍ଷେପ ନେବାକୁ କୁହାଯାଇଛି। ଆସନ୍ତାକାଲି ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top