Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବହୁଚର୍ଚ୍ଚିତ ସୁମିତ ଓ ତପସ୍ୱିନୀ ବିବାଦ: ହାଇକୋର୍ଟ ମାଗିଲେ ସବିଶେଷ ତଥ୍ୟ

କଟକ,(ଓଡ଼ିଶା ୱେୟାର) : ବହୁଚର୍ଚ୍ଚିତ ସୁମିତ ଓ ତପସ୍ୱିନୀ ବିବାଦ ପ୍ରସଙ୍ଗ । ଘଟଣାରେ ସମ୍ପର୍କିତ ସବିଶେଷ ତଥ୍ୟ ପ୍ରଦାନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଏନେଇ ବ୍ରହ୍ମପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଖବର ଅନୁଯାୟୀ, ନିଜକୁ ଅସୁରକ୍ଷିତ ମଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ସୁମିତଙ୍କ ବାପା । ପ୍ରତିପକ୍ଷ ତପସ୍ବିନୀଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି । ତେବେ ଏହି ମାମଲାରୁ ଶୁଣାଣି କରି ହାଇକୋର୍ଟ ସବିଶେଷ ତଥ୍ୟ ମାଗିଛନ୍ତି । ବ୍ରହ୍ମପୁର ଏସ୍‌ପିଙ୍କୁ ଘଟଣା ସଂପର୍କରେ ସମସ୍ତ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ମାମଲାର ପରବର୍ତ୍ତୀ ଶୁଣାଣୀ ଆସନ୍ତା ଫେବ୍ରୁଆରୀ ୮କୁ ଧାର୍ଯ୍ୟ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top