Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲଗାଣ ବର୍ଷାରେ ତଳିଆ ଅଞ୍ଚଳ ଗୁଡିକରେ ଘର ଭିତରେ ଲହଡ଼ି ମାରୁଛି ପାଣି

ପାରାଦୀପ,(ଓଡ଼ିଶା ଓ୍ବେୟାର):ଲଗାଣ ବର୍ଷାରେ ବେହାଲ ବନ୍ଦର ନଗରୀ ପାରାଦୀପ। ତଳିଆ ଅଞ୍ଚଳ ଗୁଡିକରେ ଘର ଭିତରେ ପାଣି ଲହଡ଼ି ମାରୁଥିବା ବେଳେ, କେତେକ ସ୍ଥାନରେ ରାସ୍ତା ଉପରେ ମଧ୍ୟ ପାଣି ଜମି ରହିଛି। ଗତକାଲି ରାତିରୁ ବର୍ଷା ସାଙ୍ଗକୁ ପବନ ମଧ୍ୟ ଜୋରରେ ହେଉଛି। କେତେକ ସ୍ଥାନରେ ଗଛ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ପାରାଦୀପର ୧୦,୧୧ ଓ ୧୨ନଂ ଓ୍ଵାର୍ଡ ସମେତ ନିୟୁ ଜଗନ୍ନାଥ କଲୋନୀ, ବାଉରିଆପାଳନ୍ଦା, ଲକପଡା, ବାଲିଝରା, ଷଣ୍ଢକୁଦ, ମୁଣ୍ଡା ପଡା,ନୂଆବଜାର କଲୋନୀରେ ଲୋକଙ୍କ ଘରେ ପାଣି ପଶିଯାଇଛି।
ଅଧିକ ବର୍ଷା ହେଉଥିବାରୁ ଡ୍ରେନ୍‌ ଗୁଡିକରୁ ବର୍ଷା ଜଳ ନିଷ୍କାସନ ହେବାରେ ବାଧା ସୃଷ୍ଟି ହୋଇଛି। ପାରାଦୀପ ମ୍ୟୁନିସିପାଲଟି ତରଫରୁ ପାଣି ନିଷ୍କାସନର ବ୍ୟବସ୍ଥା କରାଯାଉଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ତଳିଆ ଅଞ୍ଚଳରେ ପାଣି ପଶିଯିବାରୁ ୧୫୦ଜଣ ବସ୍ତିବାସିନ୍ଦା ଇନ୍ଦିରା ପାର୍କ ସ୍କୁଲ ଓ ଶ୍ରମିକ ଭବନରେ ଆଶ୍ରୟ ନେଇଛନ୍ତି। ସେମାନଙ୍କୁ ମ୍ୟୁନିସପାଲିଟ ପକ୍ଷରୁ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଇଛି।.

Click to comment

Leave a Reply

Your email address will not be published. Required fields are marked *

Most Popular

To Top