Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟରେ ପ୍ରାୟ ୭୦ ପ୍ରତିଶତ ମତଦାନ

ଭୁବନେଶ୍ୱର(ଓଡ଼ିଶା ୱେୟାର) : ସୁରୁଖୁରୁରେ ଶେଷ ହେଲା ପଞ୍ଚମ ପର୍ଯ୍ୟାୟ ମତଦାନ । ପଞ୍ଚମ ପର‌୍ୟ୍ୟାୟରେ ପ୍ରାୟ ୭୦ ପ୍ରତିଶତ ମତଦାନ ହୋଇଥତ୍ବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନର। କିଛି ସ୍ଥାନରେ ଆଇନଶୃଙ୍ଖଳା ପାଇଁ ମତଦାନ ବାଧାପ୍ରାପ୍ତ ହୋଇଥତ୍ବା ବି ଜଣାଯାଇଛି । ସ୍ବାଭିମାନ ଅଞ୍ଚଳରେ ବି ଶାନ୍ତିଶୃଙ୍ଖଳାରେ ଭୋଟିଂ ସରିଥତ୍ବା ଜଣାଯାଇଛି । ଜିଲ୍ଲାପାଳଙ୍କ ଠାରୁ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ନିର୍ବାଚନ କମିଶନ । ତେବେ ପୋଲିସ କର୍ମଚାରୀଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁଁ ସୁରୁଖୁରରେ ଭୋଟିଂ ପ୍ରକ୍ରିୟା ସୁରୁଖୁରୁରେ ଶେଷ ହୋଇଥତ୍ବା କହିଛନ୍ତି ନିର୍ବାଚନ କମିଶନ କହିଛନ୍ତି । ପଞ୍ଚମ ପର‌୍ୟ୍ୟାୟ ବା ଶେଷ ପର‌୍ୟ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି । ୯୭୫ ଗ୍ରାମ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ହୋଇଛି ମତଦାନ ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି । ୨୬ ତାରିଖରୁ ଭୋଟ୍ ଗଣତି ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top