Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ତୃତୀୟ ପର୍ଯ୍ୟାୟ ରେ ୭୧ ପ୍ରତିଶତ ମତଦାନ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ରେ ମୋଟ ୭୧ ପ୍ରତିଶତ ମତଦାନ ହୋଇଥତ୍ବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନର । ରବିବାର ରାଜ୍ୟର ୨୯ଟି ଜିଲ୍ଲାର ୬୩ଟି ବ୍ଲକର ୧୩୮୨ଟି ଗ୍ରାମ ପଞ୍ଚାୟତରେ ୧୭୧ଟି ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥରେ ନିର୍ବାଚନ ଶେଷ ହୋଇଛି । ଏହାସହ ଯାଜପୁର ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ଦୃଢ ଭାବେ ନିନ୍ଦା କରିଛନ୍ତି । ଏ ସମ୍ପର୍କରେ ସେ ପୋଲିସ ଡିଜି ଓ ଯାଜପୁର ଜିଲ୍ଲା ପ୍ରଶାସନଙ୍କୁ କାର‌୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top