Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ଖୁବଶୀଘ୍ର ଡ୍ରେସ କୋଡ ଲାଗୁ ପାଇଁ ନିଷ୍ପତ୍ତି

ପୁରୀ, (ଓଡ଼ିଶା ୱେୟାର) : ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୧୯୦ କୋଟି ଟଙ୍କାର ବଳକା ବଜେଟ ଅନୁମୋଦିତ । ଖଣିରୁ ୧୫ କୋଟି, ଜମା ସୁଧରୁ ୩୭ କୋଟି, ହୁଣ୍ଡିରୁ ୬ କୋଟି ଟଙ୍କା ଓ ରାଜ୍ୟ ସରକାର ୪୨ କୋଟି ଟଙ୍କାର ସହାୟତା ଦେଇଥିବା ବଜେଟରେ ଉଲ୍ଲେଖ କରାଯାଇଛି । ରଥଯାତ୍ରାରେ ୧୨ କୋଟି ୭୨ ଲକ୍ଷ ଟଙ୍କା, ପାଳିଆ ପୁରସ୍କାର ରେ ୧୫ କୋଟି, ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୨୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ଆସନ୍ତାବର୍ଷ ଖଣିରୁ ପ୍ରାୟ ୭୦ କୋଟି ଟଙ୍କା ଆୟର ଲକ୍ଷ୍ୟ ରଖାଯାଇଥିବା ବେଳେ ଶ୍ରୀମନ୍ଦିରରେ ଲାଗିଥିବା ଖଣ୍ତାଲାଇଟ ପଥର ଆମଦାନୀ ପାଇଁ ଓଏମସି ସହିତ ବୁଝାମଣା କରାଯିବ । ସେହିପରି ସୂର୍ଯ୍ୟ ମନ୍ଦିରର ରୂପା ଛାଉଣୀ କାର୍ଯ୍ୟ ଓ ଶ୍ରୀମନ୍ଦିର କର୍ମଚାରୀ ଓ ସେବାୟତଙ୍କ ପାଇଁ ଡ୍ରେସ କୋଡ ଖୁବଶୀଘ୍ର ଲାଗୁ ପାଇଁ ନିଷ୍ପତ୍ତି ହୋଇଛି । ପୁରୀ ସହର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକ ହୋଇଛି । ଏହି ସମସ୍ୟାର ସମାଧାନ ଖୁବଶୀଘ୍ର କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top