Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଝାରପଡ଼ା ଜେଲ୍‌ ଗଲେ ପିଏସ

ଭୁବନେଶ୍ବର,(ଓଡ଼ିଶା ୱେୟାର) :OSSC ସଦସ୍ୟଙ୍କ କୋଟିପତି ପିଏସଙ୍କ ନୂଆ ଠିକଣା ଭୁବନେଶ୍ୱର ଝାରପଡ଼ା ଜେଲ୍‌ । ଜାମିନ ନାମଞ୍ଜୁର ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତ ଯାଇଛନ୍ତି ବିରଞ୍ଚି ନାରାୟଣ ସାହୁ । ବେଆଇନ ଭାବେ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗତକାଲି ବାନ୍ଧିଥିଲା ଭିଜିଲାନ୍ସ ।
ଆୟ ଠାରୁ ୨୬୮ ଗୁଣ ଅଧିକ ସଂପତ୍ତି ଠାବ ହୋଇଛି । ୧୪ଟି ସ୍ଥାନରେ ଅଛି ପ୍ଲଟ୍‌ । ଘରେ ଥିଲା ପାଖାପାଖି ଦେଢ଼ କିଲୋ ସୁନା ଗହଣା । ତାଙ୍କ କଂପ୍ୟୁଟର ହାର୍ଡଡିସ୍କ ଜବତ ହୋଇଥିବା ବେଳେ ଏଥିରୁ ଆଉ କିଛି ତଥ୍ୟ ତଦନ୍ତକାରୀ ଟିମକୁ ମିଳିପାରେ । ବିରଞ୍ଚି ନାରାୟଣ ସାହୁ କେମିତି ଏତେ ସମ୍ପତ୍ତିର ମାଲିକ ହେଲେ ? କେଉଁ ସୂତ୍ରରୁ ଠୁଳ କରିଥିଲେ ଅମାପ ସମ୍ପତ୍ତି ? ଏଥିରେ ଆଉ କିଛି ବଡ଼ ମୁଣ୍ଡ ସାମିଲ ଅଛନ୍ତି କି ? ଏସବୁର ସମ୍ପୂର୍ଣ୍ଣ ତଦନ୍ତ କରିବ ଟିମ୍‌ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top