Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୨୨ରେ ଝାରସୁଗୁଡ଼ା ବିମାନ ବନ୍ଦରକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ସେପ୍ଟେମ୍ବର ୨୨ ତାରିଖରେ ରାଜ୍ୟର ଦ୍ୱିତୀୟ ବ୍ୟବସାୟିକ ଝାରସୁଗୁଡ଼ା ବିମାନ ବନ୍ଦରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ।ଆଜି ଏନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସାମ୍ବାଦିକମାନଙ୍କୁ ସୂଚନା ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନ ବନ୍ଦର ସମେତ ତାଳଚେର ସାର କାରଖାନାର ଆଧୁନିକୀକରଣ କାର୍ଯ୍ୟର ଶିଳାନ୍ୟାସ ଏବଂ ସରଡେଗା-ଝାରସୁଗୁଡ଼ା ରେଳଲାଇନକୁ ମଧ୍ୟ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ଆଜି ଝାରସୁଗୁଡ଼ା ବିମାନ ବନ୍ଦର ପରିଦର୍ଶନରେ ଯାଇ ସେଠାରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଥିଲେ।ସୂଚନାଯୋଗ୍ୟ ଝାରସୁଗୁଡ଼ା ବିମାନ ବନ୍ଦରକୁ ୪-ସି ବର୍ଗର ଲାଇସେନ୍ସ ମିଳିଛି।ଏଠାରୁ ବୃହତ ବିମାନ ମଧ୍ୟ ଚଳାଚଳ କରିପାରିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top