Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଦେଶ- ବିଦେଶ

ଜଷ୍ଟିସ୍ ଇନ୍ଦ୍ରଜିତ୍ ମହାନ୍ତି ଯିବେ,ଜଷ୍ଟିସ୍ ପୂଜାହାରୀ ଆସିବେ

ନୂଆଦିଲ୍ଲୀ : ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଇନ୍ଦ୍ରଜିତ୍ ମହାନ୍ତିଙ୍କୁ ମୁମ୍ବାଇ ହାଇକୋର୍ଟକୁ ବଦଳି ଓ ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀଙ୍କୁ ନିଜ ନିଜର ଗୃହ ରାଜ୍ୟକୁ ଫେରିବା ପାଇଁ ସୁପ୍ରିମକୋର୍ଟ କଲେଜିୟମ ଆଜି ସୁପାରିସ୍ କରିଛନ୍ତି ।
ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗେଇଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ଜଷ୍ଟିସ ମହାନ୍ତିଙ୍କ ବଦଳି ସମେତ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସୁଜିତ୍ ନାରାୟଣ ପ୍ରସାଦଙ୍କୁ ନିଜ ଗୃହ ରାଜ୍ୟ ଝାଡ଼ଖଣ୍ଡ ହାଇକୋର୍ଟ ଓ ମାଡ୍ରାସ ହାଇକୋର୍ଟର ବିଚାରପତି ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀଙ୍କୁ ନିଜ ଗୃହ ରାଜ୍ୟ ଓଡ଼ିଶା ହାଇକୋର୍ଟକୁ ଫେରିବା ପାଇଁ ସୁପାରିସ୍ କରିଛନ୍ତି । କଲେଜିୟମଙ୍କ ସୁପାରିସ ଅନୁସାରେ ଜଷ୍ଟିସ ପୂଜାହାରୀ ୨୦୧୭ ନଭେମ୍ବର ୨୩ରୁ ମାଡ୍ରାସ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top