Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଏଣିକି ଖାରବେଳଙ୍କୁ ମିଳିବ ପୁଲିସ ସୁରକ୍ଷା

ଭୁବନେଶ୍ୱର (ଓଡବ୍ଲ୍ୟୁ):ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କୁ ରାୟଗଡ଼ା ଜିଲ୍ଲାର କାଶୀପୁରରେ ଆକ୍ରମଣ ପରେ ପୁଲିସ୍‌ ପ୍ରଶାସନ ତତ୍ପର ହୋଇ ଉଠିଛି।ଏଣିକି ଖାରବେଳ ଯେଉଁ ସ୍ଥାନକୁ ସଭାସମିତି କରିବାକୁ ଯିବେ ସମ୍ପୃକ୍ତ ଜିଲ୍ଲାର ଏସ୍‌ପି ଖାରବେଳଙ୍କ ସୁରକ୍ଷା ବ୍ୟବସ୍ଥା ବୁଝିବେ। ପୁଲିସ ଡିଜି ଡଃ ଆରପି ଶର୍ମା ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ଖାରବେଳଙ୍କୁ ଆକ୍ରମଣ ଘଟଣାରେ ଗିରଫଦାରୀ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି।ପୁଲିସ ପି. ଗୋବିନ୍ଦ ରାଓ ନାମକ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଗିରଫ ହୋଇଥିବା ଅଭିଯୁକ୍ତ ସୁମନ୍ତ ନାୟକକୁ କ୍ରାଇମବ୍ରାଞ୍ଚ ତିନି ଦିନିଆ ରିମାଣ୍ଡରେ ନେଇଛି । ଘଟଣା ପଛରେ ସୁମନ୍ତର କ’ଣ ଉଦ୍ଦେଶ୍ୟ ରହିଛି ଓ ସେ କେଉଁ ଦଳ ସହ ସଂପୃକ୍ତ, ସେ ନେଇ ତଦନ୍ତ କରାଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି।

ସୂଚନାଯୋଗ୍ୟ, ରାୟଗଡ଼ା ଜିଲ୍ଲା କାଶୀପୁରରେ ଏକ ଖାରବେଳ ଏକ ଜନସଭାକୁ ସମ୍ବୋଧିତ କରୁଥିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହା ପଛରେ ଶାସକ ଦଳର ସଂପୃକ୍ତି ଅଛି ବୋଲି ଖାରବେଳ ଅଭିଯୋଗ କରିଥିଲେ। ଆକ୍ରମଣକାରୀ ଅଭିଯୁକ୍ତ ଜଣକ ବିଜୁ ଯୁବ ବାହିନୀର ସଦସ୍ୟ ବୋଲି ବିଜେପି ପକ୍ଷରୁ ଅଭିଯୋଗ କରାଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top