Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ହାଇକୋର୍ଟ ପରିସରରେ ଓକିଲଙ୍କ ଧସ୍ତାଧସ୍ତି,ଦୁଇ ଫାଳ

କଟକ: ଓକିଲଙ୍କ ଆନ୍ଦୋଳନ ଆଜି ଭିନ୍ନମୋଡ଼ ନେଇଛି।ହାଇକୋର୍ଟ ବାର ଆସୋସିଏସନର ସଦସ୍ୟ ଥିବା ଓକିଲଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଧସ୍ତାଧସ୍ତି ଯୋଗୁ ହାଇକୋର୍ଟ ପରିସରରେ ଉତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି।ଓକିଲଙ୍କ ମଧ୍ୟରେ ଗଣ୍ଡଗୋଳକୁ ନେଇ ଥାନାରେ ୪ଟି ମାମଲା ରୁଜୁ ହୋଇଛି।

ସୂଚନା ଅନୁସାରେ ଓକିଲ ଦେବୀପ୍ରସାଦ ପଟ୍ଟନାୟକଙ୍କୁ ପୁଲିସ ମାଡ଼ ମାରିବା ପ୍ରତିବାଦରେ ଗତ ଦୁଇମାସ ଧରି ଓକିଲମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିବାବେଳେ ଗତକାଲି ବିଜେଡି ଆଇନଜୀବୀନ ସାମ୍ମୁଖ୍ୟ ଏଥିରୁ ଓହରି ଯାଇଥିଲା।ଆଜି ବିଜେଡି ଆଇନଜୀବୀ ସାମ୍ମୁଖ୍ୟର ସଦସ୍ୟମାନେ କୋର୍ଟ କାର୍ଯ୍ୟରେ ଯୋଗ ଦେବାକୁ ଆସୁଥିବାବେଳେ ଅପରପକ୍ଷ ସେମାନଙ୍କୁ ବିରୋଧ କରିଥିଲା।ଏହି କାରଣରୁ ଉଭୟ ପକ୍ଷ ମଧ୍ୟରେ ଠେଲାପେଲା ହୋଇଥିଲା।ସୁରକ୍ଷାକୁ ଦୃଷ୍ଟିରେ ରଖି ହାଇକୋର୍ଟ ଗେଟ୍ ନିକଟରେ ୨୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି।କଟକରେ ଓକିଲଙ୍କୁ ପୁଲିସ ମାଡ଼ ଘଟଣାରେ ସମସ୍ତ ଅଭିଯୁକ୍ତ ଗିରଫ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗୋଟିଏ ଗୋଷ୍ଠୀ କହିଛି।ବିଜେଡି ସମର୍ଥିତ ଓକିଲମାନେ ଆନ୍ଦୋଳନ ଯୋଗୁ ସାଧାରଣ ଲୋକ ହଇରାଣ ହେଉଥିବା ଦର୍ଶାଇ କୋର୍ଟ କାର୍ଯ୍ୟରେ ସହଯୋଗ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି।

ସେହିପରି ବାଲେଶ୍ୱର, ଭୁବନେଶ୍ୱର, ପୁରୀ, ମୟୂରଭଞ୍ଜ ଆଦି ଜିଲ୍ଲାରେ ଓକିଲଙ୍କ ଆନ୍ଦୋଳନ ତୀବ୍ରତର ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top