Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଧାୟକ ପ୍ରଶାନ୍ତଙ୍କ ଜାମିନ ଆବେଦନ ଖାରଜ

ଟାଙ୍ଗୀ, : ଚିଲିକା ବିଧାୟକଙ୍କ ଜାମିନ ଆବେଦନ ଖାରଜ କଲେ ବାଣପୁର କୋର୍ଟ । ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଓରଫ ଗଣେଶ ଜଗଦ୍ଦେବ ଜାମିନ ପାଇବା ପାଇଁ ଆଜି ବାଣପୁର କୋର୍ଟରେ ଆବେଦନ କରିଥିଲେ । ମାନ୍ୟବର ଅଦାଲତ ତାଙ୍କର ଏହି ଜାମିନ ଆବେଦନକୁ ଅଗ୍ରାହ୍ୟ କରିଛନ୍ତି ।
ଚଳିତ ମାସ ୨୨ ତାରିଖରୁ ଗିରଫ ହୋଇ ଚିଲିକା ବିଧାୟକ ଏବେ ବାଣପୁର ସବ୍-ଜେଲ୍ ରେ କଏଦୀ ଭାବେ ଅଛନ୍ତି ।

ସୂଚନା ଥାଉକି, ଗତ ମାର୍ଚ୍ଚ ୧୨ ତାରିଖରେ ବିଧାୟକଙ୍କ ଦବଙ୍ଗି ଆଚରଣ ଦେଖାଦେଇଥିଲା। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସମୟରେ ବିଜେପି କର୍ମିଙ୍କ ଉପରକୁ ଗାଡି ଚଢାଇ ମାରିଦେବାକୁ ଉଦ୍ୟମ କରିବା ଅଭିଯୋଗ ହୋଇଥିଲା । ଘଟଣାସ୍ଥଳରେ ଉତ୍ୟକ୍ତ ଲୋକେ ବିଧାୟକଙ୍କୁ କାବୁ କରି ନିର୍ଧୁମ ପିଟିଥିଲେ। ପରେ ପୋଲିସ ତାଙ୍କୁ ଉଦ୍ଧାର କରିଥିଲା। ଚିକିତ୍ସା ପାଇଁ ବିଧାୟକଙ୍କୁ ଭୁବନେଶ୍ବରର ହସ୍ପିଟାଲରେ ଭର୍ତ୍ତି କରାଇଥିଲା ପୋଲିସ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top