Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦେଶରେ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ

ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ । ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଆସନ ପାଇଁ ଭୋଟିଂ ହେବ । ତାମିଲନାଡୁର ୩୯ଟି ଆସନ୍, ରାଜସ୍ଥାନର ୧୨ଟି, ଉତ୍ତର ପ୍ରଦେଶର ୮ଟି, ମଧ୍ୟପ୍ରଦେଶର ୬ଟି ଏବଂ ମହାରାଷ୍ଟ୍ର, ଆସାମ ଏବଂ ଉତ୍ତରାଖଣ୍ତର ୫ଟି ଆସିନ ପାଇଁ କାଲି ମତଦାନ ହେବାକୁ ଥିବା ବେଳେ ପୁଡୁଚେରୀ, ଜମ୍ମୁକାଶ୍ମୀର, ଆଣ୍ତାମାନ ଏବଂ ନିକୋବରରେ ଗୋଟିଏ ଲେଖାଏଁ ଆସନରେ ଭୋଟ୍ ଦେବେ ଜନତା । ସେହିପରି ମାଓପ୍ରବଣ ବସ୍ତରରେ ମଧ୍ୟ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବ । ୧୭ଟି ରାଜ୍ୟ ଏବଂ ୪ କେନ୍ଦ୍ରଶାସିତ ଅଞ୍ଚଳକୁ ମିଶାଇ ମୋଟ୍ ୧୦୨ଟି ସିଟରେ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ପରି ନେତାଙ୍କ ଭାବ୍ୟ ପରୀକ୍ଷା ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top