Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ଗିରଫ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ଗିରଫ ହେଲେ କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳ। ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳ ଗିରଫ ହୋଇଛନ୍ତି। କାର୍ତ୍ତିକେଶ୍ବରଙ୍କୁ ଗିରଫ ପରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି।

ସେପଟେ କାର୍ତ୍ତିକେଶ୍ବରଙ୍କ ଦ୍ବିତୀୟ ପତ୍ନୀଙ୍କ ଘରୁ ଜବତ ହୋଇଥିଲା ନଗଦ ୨ କୋଟି ୫୦ ଲକ୍ଷ ଟଙ୍କା। ଭିଜିଲାନ୍ସ ଇତିହାସରେ ପୂର୍ବରୁ କେବେ ଏତେ ପରିମାଣର ନଗଦ ଟଙ୍କା ଜବତ ହୋଇନଥିଲା। ତାଙ୍କର ଜବତ ସଂପତ୍ତିର ପରିମାଣ ୪ କୋଟି ୭୬ ଲକ୍ଷ ଟଙ୍କା ଆକଳନ କରାଯାଇଛି। ଜବତ ସଂପତ୍ତି ଭିତରେ ନଗଦ ଟଙ୍କା ସହିତ ସୁନା ଗହଣା, ଏକାଧିକ ଘର ଓ ପ୍ଲଟ୍ ସାମିଲ ଅଛି। ତେବେ ତାଙ୍କର ଏତିକି ସମ୍ପତ୍ତି ଅଛି । ନା ଆଗକୁ ଆହୁରୀ ଅନେକ ଗୁପ୍ତ ତଥ୍ୟର ସୂଚନା ମିଳିବ । ସେନେଇ ଖୋଲତାଡ଼ କରୁଛି କ୍ରାଇମ୍‌ବ୍ରାଞ୍ଚ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top