ନୂଆଦିଲ୍ଲୀ: ମିସ୍ ଓ୍ୱାର୍ଲ୍ଡ ପ୍ରତିଯୋଗିତାର ଉଦଯାପନୀ ଦିବସ ସେନଜୁୟାନର ଡି ପିୟୁର୍ଟୋ ରିକୋରେ ହେବାର ଥିଲା। କିନ୍ତୁ ମିସ୍ ଇଣ୍ଡିଆ ମନାସା ସମେତ ୧୭ ପ୍ରତିଯୋଗୀ କରୋନା ପଜିଟିଭ ଆକ୍ରାନ୍ତ ହେବା ଫଳରେ
ମିସ୍ ଓ୍ୱାର୍ଲ୍ଡ ୨୦୨୧କୁ ସ୍ଥଗିତ ରଖାଯାଇଛି ।
ସୋସିଆଲ ମିଡ଼ିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ମିସ୍ ଓ୍ୱାର୍ଲ୍ଡର ଆୟୋଜକ। ୧୭ ଜଣଙ୍କ ରିପୋର୍ଟ ପଜିଟିଭ ଆସିବା ଫଳରେ ମିସ୍ ଓ୍ୱାର୍ଲ୍ଡ ୨୦୨୧ ପ୍ରତିଯୋଗିତାକୁ ସ୍ଥଗିତ କରାଯାଇଛି। ସେମାନଙ୍କ ମଧ୍ୟରୁ ୭ଜଣ ଆଇସୋଲେସନରେ ଅଛନ୍ତି। ଆଗାମୀ ୯୦ ଦିନ ମଧ୍ୟରେ ଉକ୍ତ ସ୍ଥାନରେ ମିସ୍ ଓ୍ୱାର୍ଲ୍ଡ ପ୍ରତିଯୋଗିତା କରାଯିବ ବୋଲି ଆୟୋଜକ ସୂଚନା ଦେଇଛନ୍ତି।
ହାପି ବର୍ଥଡେ କୋହଲି; ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି
ହାପି ବର୍ଥଡେ କିଙ୍ଗ୍ କୋହଲି । ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି । କ୍ରିକେଟ ଜଗତର ସେ କିଙ୍ଗ । ୧୯୮୮ ନଭେମ୍ୱର ୮ରେ...