Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଅଢ଼େଇ ଘଣ୍ଟିଆ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତମାସ ୨୬ତାରିଖରେ ଅଢ଼େଇ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସିବେ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ସେ ଅପରାହ୍ନ ସାଢ଼େ ୩ଟାରେ ଭୁବନେଶ୍ୱରରେ ପହଞ୍ôଚବେ ଓ ୫ଟା ୫୫ମିନିଟ୍ରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ବୋଲି ଜଣାପଡ଼ିଛି । କଟକ ବାଲିଯାତ୍ରା ପଡ଼ିଆରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି । ତାଙ୍କର ଗସ୍ତ ପାଇଁ ଆଜି ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କୁ ବ୍ଲ-ବୁକ୍ ଅନୁସାରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ପାଇଁ ପ୍ରଶାସନ ପଦକ୍ଷେପ ନେଇଛି । ଆଜିର ପ୍ରସ୍ତୁତି ବୈଠକରେ ଗୃହ ସଚିବ, ପୁଲିସ୍ ଡିଜି, ପୁଲିସ୍ କମିଶନର ଓ ବରିଷ୍ଠ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top