Latest
ଓଡ଼ିଶାରେ ମୋହନ ଭାଗବତ
ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଓଡ଼ିଶାରେ ମୋହନ ଭାଗବତ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସର ସଂଘ ଚାଳକ ଡକ୍ଟର ମୋହନ ଭାଗବତ। ଗସ୍ତ ସମୟରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ।
ଆସନ୍ତାକାଲି ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ୟ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବେ। ଏହାପରେ ସଂଘର ବିଭିନ୍ନ ବୈଠକରେ ଯୋଗଦେବେ।