Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜିଠୁ ମାତା ବୈଷ୍ଣୋଦେବୀ ଯାତ୍ରାରମ୍ଭ

ଜମ୍ମୁ: ମାତା ବୈଷ୍ଣୋଦେବୀଙ୍କ ଦର୍ଶନ କରିବାକୁ ଚାହୁଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ପୁଣିଥରେ ଖୋଲିଛି ମା’ଙ୍କ ଦ୍ୱାର। ଏବେ ମା’ଙ୍କୁ ଦର୍ଶନ କରିପାରିବେ ଭକ୍ତ। ଗତ କିଛି ଦିନ ହେଲା ଜମ୍ମୁ-କାଶ୍ମୀରରେ ପ୍ରବଳ ବରଫପାତ ଯୋଗୁ ଅବସ୍ଥା ଖରାପ ଥିଲା। ଏହା ଦ୍ୱାରା କାଶ୍ମୀର ଘାଟୀ ଓ ଜମ୍ମୁର କେତେକ ପର୍ବତୀୟ ଅଞ୍ଚଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏଥିସହ ଶ୍ରୀ ମାତା ବୈଷ୍ଣୋଦେବୀ ଯାତ୍ରା ମାର୍ଗ ଅର୍ଦ୍ଧକୁମାରୀ ଭବନ ରାସ୍ତାରେ ପଥର ଖସିବା ଯୋଗୁ ବ୍ୟାଟେରୀ କାର ମାର୍ଗ ମଧ୍ୟ ବନ୍ଦ ହୋଇଯାଇଥିଲା। କୁହାଯାଉଛି ଯେ ଗତ ବୁଧବାର ବିଳମ୍ବିତ ରାତିରେ ସ୍ଥାନୀୟ ଅଞ୍ଚଳର ଅବସ୍ଥାକୁ ଦେଖି ମାତା ବୈଷ୍ଣୋଦେବୀ ଯାତ୍ରା ସ୍ଥଗିତ କରି ଦିଆଯାଇଥିଲା। କିନ୍ତୁ ଗୁରୁବାର ପାଣିପାଗ ବିଭାଗ ଆକଳନ କରିବା ପରେ ପୁନର୍ବାର ଯାତ୍ରା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଆଜିଠୁ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଆରମ୍ଭ ହୋଇଛି ହେଲିକପ୍ଟର ଯାତ୍ରା:
ଆଜି ଅର୍ଥାତ୍‌ ଗୁରୁବାର ଠାରୁ ଜମ୍ମୁ- କାଶ୍ମୀରରେ ଶ୍ରୀ ମାତା ବୈଷ୍ଣୋଦେବୀଙ୍କ ଯାତ୍ରା ପାଇଁ ହେଲିକପ୍ଟର ସେବା ପୁଣିଥରେ ଆରମ୍ଭ ହୋଇଛି। ଏବେ ଯାତ୍ରୀମାନେ ସିଧାସଳଖ ହେଲିକପ୍ଟର ମାଧ୍ୟମରେ ମାତାଙ୍କୁ ଦର୍ଶନ କରିପାରିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top