Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଖେଳ

ଓଡ଼ିଶାର ଷ୍ଟାର୍ ଶୁଟର୍ ଶ୍ରୀୟଙ୍କା ଷଡ଼ଙ୍ଗୀ ସ୍ୱର୍ଣ୍ଣ ଜିତିଲେ

ଭୁବନେଶ୍ୱର(ଓଡ଼ିଶା ୱେୟାର): ପୁଣିଥରେ କମାଲ୍ କରିଛନ୍ତି ଓଡ଼ିଶାର ଷ୍ଟାର୍ ଶୁଟର୍ ଶ୍ରୀୟଙ୍କା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ଚାଲିଥିବା ସୁରେନ୍ଦ୍ର ସିଂହ ମେମୋରିଆଲ୍ ଶୁଟିଂ ଚାମ୍ପିଅନଶିପରେ ଶ୍ରୀୟଙ୍କା ୧୦ ମିଟର ରାଇଫଲ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଲାଭ କରିଛନ୍ତି। ଚାମ୍ପିଅନଶିପର ପୁରସ୍କାର ବିତରଣ ଉତ୍ସବରେ ଜାତୀୟ ରାଇଫଲ୍ ଆସୋସିଏସନର ଉପସଭାପତି ତଥା ବଲାଙ୍ଗିରର ପୂର୍ବତନ ସାଂସଦ କଳିକେଶ ସିଂହଦେଓ ଉପସ୍ଥିତ ଥିଲେ। ଏହି ସଫଳତା ପାଇଁ ଶ୍ରୀୟଙ୍କାଙ୍କୁ ଚାରିଆଡ଼ୁ ଅଭିନନ୍ଦନ ଜ୍ଞାପନ କରାଯାଉଛି।ସେହିପରି ମେ’ ମାସରେ ଚେକ୍ ରିପବ୍ଲିକର ପ୍ଲାଜେନଠାରେ ଅନୁଷ୍ଠିତ ୫୦ତମ ଗ୍ରାଁ ପ୍ରି’ ଲିବରେସନ୍ ଶୁଟିଂ ଚାମ୍ପିଅନଶିପରେ ଶ୍ରୀୟଙ୍କା ଗଗନ ନାରଙ୍ଗଙ୍କ ସହ ମିଶି ୧୦ ମିଟର ଏୟାର ମିକ୍ସଡ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top