Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସରକାର କଠୋର: କାମ ନାହିଁ ତ ଦରମା ନାହିଁ

ଭୁବନେଶ୍ୱର: କାମ ନାହିଁ ତ ଦରମା ନାହିଁ।ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ବର୍ଗର କର୍ମଚାରୀମାନେ ଏବେ ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ସରକାରଙ୍କ ଏହି କଠୋର ନୀତି କର୍ମଚାରୀମାନଙ୍କ ସମସ୍ୟା ଦ୍ୱିଗୁଣିତ କରିଛି।
ସ୍କୁଲ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ପ୍ରଭାତ କୁମାର ଭୋଇ ଆଜି ବିଭାଗର ସମସ୍ତ ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଆନ୍ଦୋଳନରତ କର୍ମଚାରୀଙ୍କ ବିରୁଦ୍ଧରେ ‘କାମ ନାହିଁ ତ ଦରମା ନାହିଁ ’ ନୀତି ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ନିଜର ସରକାରୀ କାର୍ଯ୍ୟକୁ ଛାଡ଼ି ଦୀର୍ଘଦିନ ଧରି ଯେଉଁ କର୍ମଚାରୀମାନେ ଧାରଣା ଓ ଆନ୍ଦୋଳନରେ ସାମିଲ ହୋଇଛନ୍ତି ସେମାନଙ୍କ ପାଇଁ ‘କାମ ନାହିଁ ତ ଦରମା ନାହିଁ ’ ନୀତି ଆପଣାଇବାକୁ କହିଛନ୍ତି।କେଉଁମାନେ କେବେଠୁ ସରକାରୀ କାର୍ଯ୍ୟରେ ଯୋଗ ଦେଇନାହାନ୍ତି ତାହା ଜଣାଇବାକୁ ସେ ନିର୍ଦ୍ଦେଶକମାନଙ୍କୁ କହିଛନ୍ତି।ବିଭାଗର ପ୍ରମୁଖ ସଚିବ ଏବେ ଏହି ରିପୋର୍ଟ ମାଗିଥିବା ଶ୍ରୀ ଭୋଇ ଚିଠିରେ ଲେଖିଛନ୍ତି।
ସୂଚନାଯୋଗ୍ୟ ରାଜ୍ୟରେ ଏବେ ଓକିଲ, ଶିକ୍ଷକ, ଅଗ୍ନିଶମ ବାହିନୀ ଓ ବିଭାଗୀୟ ମୁଖ୍ୟ ଦପ୍ତରର କର୍ମଚାରୀମାନେ ବିଭିନ୍ନ ଦାବିରେ ଆନ୍ଦୋଳନ କରୁଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top