Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜୁନ୍‌ ୧୯ ଓ ୨୬ ରେ ୭୦୭୬ ପ୍ରାଥମିକ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ଆସନ୍ତା ଜୁନ୍‌ ୧୯ ଓ ୨୬ ତାରିଖରେ ୭୦୭୬ ପ୍ରାଥମିକ ସମବାୟ ସମିତି ପାଇଁ ନିର୍ବାଚନ ହେବ। ଏଥିରୁ ୧୫ଜଣ ନିର୍ଦ୍ଦେଶକ ନିର୍ବାଚିତ ହୋଇ ୧୩୨ଟି ସେଣ୍ଟ୍ରାଲ ସମବାୟ ସମିତିକୁ ଯିବେ। ସେଥିରୁ ୧୫ଜଣ ନିର୍ଦ୍ଦେଶକ ଆପେକ୍ସ ବଡିକୁ ଯାଇ ୨୧ଜଣ ନିର୍ଦ୍ଦେଶକ ନିର୍ବାଚିତ କରିବେ । ପ୍ରାଥମିକ ସମବାୟ ସମିତି ନିର୍ବାଚନର ତିନି ମାସ ପରେ ସେଣ୍ଟ୍ରାଲ ସମବାୟ ସମିତି ନିର୍ବାଚନ ଓ ତାର ୩ ମାସ ପରେ ଆପେକ୍ସ ବଡି ନିର୍ବାଚନ ହେବ। ପ୍ରାଥମିକ, ସେଣ୍ଟ୍ରାଲ ଓ ଆପେକ୍ସକୁ ମିଶାଇ ରାଜ୍ୟରେ ସମୁଦାୟ ୭୨୨୯ ସମବାୟ ସମିତି ଅଛି।
ଯେଉଁଥିରେ ରାଜ୍ୟ ସରକାରଙ୍କ ୫ଟି ବିଭାଗ ରହିଛି। ଏଥିରେ ସମବାୟର ୪ ହଜାର ୧୫୨, ହସ୍ତତନ୍ତ ଓ ବୟନଶିଳ୍ପର ୮୦୩, ମତ୍ସ୍ୟ ସମ୍ପଦର ୧୯୧୨, MSMEର ୨୦୮ ଓ ଆୟୁଷର ଗୋଟିଏ ସମବାୟ ସମିତି ଅଛି। ଏ ଯାଏ ୩୦ ଲକ୍ଷ ୯୦ହଜାର ୧୦୫ ଚାଷୀ ଭୋଟର ଅଛନ୍ତି । କିଛି ଭୋଟର ଲିଷ୍ଟ ଅପଡେଟ ନଥିବାରୁ କଟିବ। ଆସନ୍ତା ଦୁଇ ମାସ ଭିତରେ ୩ହଜାର ୮୯୨ ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତି ଦେଇ ଟ୍ରେନିଂ ଦେବେ ଜିଲ୍ଲା ସମବାୟ ନିର୍ବାଚନ ଅଧିକାରୀ।
ଏହି ନିର୍ବାଚନ ଅଧିକାରୀମାନେ ସମବାୟ ସମିତି ସ୍ତରରେ ବିଜ୍ଞପ୍ତି ପ୍ରକାଶ କରିବେ। ନୋଟିସକୁ ପ୍ରଚାର ପ୍ରସାର ପାଇଁ ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ଲଗାଯିବ। ସେମାନେ ନୂଆ ଭୋଟର ତଥ୍ୟ ମାଗିବାଠାରୁ ଆରମ୍ଭ କରି ନିର୍ବାଚନର ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ । ନିର୍ବାଚନରେ ଦଳୀୟ ଚିହ୍ନ ରହିବ ନାହିଁ। ଶେଷରେ ୧୫ଦିନ ପରେ ସମବାୟ ସମିତିର ସଭାପତି ଓ ଉପସଭାପତି ପାଇଁ ନିର୍ବାଚନ ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top