Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ରାଜନୀତିକ ବାବବିବାଦ ଚାଲିଥିବାବେଳେ ରାଜ୍ୟ ସରକାର ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ପଦରୁ ପ୍ରଦୀପ କୁମାର ଜେନାଙ୍କୁ ହଟାଇ ଦେଇଛନ୍ତି । ତାଙ୍କ ସ୍ଥାନରେ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଶ୍ରୀ ମହାପାତ୍ର ଏବେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଅଛନ୍ତି ଓ ସେ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ । ଶ୍ରୀ ମହାପାତ୍ରଙ୍କୁ ତକ୍ରାଳ ପ୍ରଭାବରୁ ଦାୟିତ୍ୱ ଗ୍ରହଣ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେ ୨୦୧୦ ଏପ୍ରିଲ ୨୭ରୁ ୨୦୧୨ ମେ’ ୧୩ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ । ଉଲ୍ଲେଖଯୋଗ୍ୟ, ଗତବର୍ଷ ପୁରୀ ରଥଯାତ୍ରା ପୂର୍ବରୁ ୧୯୮୮ ବ୍ୟାଚ୍ ଆଇଏଏସ୍ ତଥା ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜେନା ୨୦୧୭ ଏପ୍ରିଲ ୧୯ତାରିଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top