Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଦ୍ମ ସମ୍ମାନ ନେବେନି ଗାୟିକା ସନ୍ଧ୍ୟା ମୁଖାର୍ଜୀ

ନୂଆଦିଲ୍ଲୀ: ଭେଟେରାନ ଗାୟିକା ସନ୍ଧ୍ୟା ମୁଖାର୍ଜୀ ମଙ୍ଗଳବାର ପଦ୍ମଶ୍ରୀ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ୯୦ ବର୍ଷ ବୟସ୍କା ଏହି ଭେଟେରାନ୍‌ ଗାୟିକାଙ୍କ ଝିଅ ସୌମି ସେନଗୁପ୍ତା କହିଛନ୍ତି ଯେ ତାଙ୍କ ମା’ଙ୍କୁ ଦିଲ୍ଲୀରୁ ବରିଷ୍ଠ କେନ୍ଦ୍ର ସରକାରୀ ଅଧିକାରୀମାନେ ଯେତେବେଳେ ଟେଲିଫୋନ୍‌ରେ ଯୋଗାଯୋଗ କରି ପଦ୍ମ ପୁରସ୍କାର ଗ୍ରହଣ ପାଇଁ ତାଙ୍କର ସମ୍ମତ୍ତି ଲୋଡ଼ିଥିଲେ ସେତେବେଳେ ସେ ଏହାକୁ ପ୍ରତ୍ୟାଖାନ କରି ଦେଇଥିଲେ।
ସେ କହିଥିଲେ ଯେ ଏ ପରିଣତ ବୟସରେ ତାଙ୍କୁ ପଦ୍ମ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯିବା ଘଟଣାରେ ସେ ‘ଅପମାନିତ ଅନୁଭବ’ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ଭେଟେରାନ ଗାୟିକା ସନ୍ଧ୍ୟା ମୁଖାର୍ଜୀଙ୍କ ପୂର୍ବରୁ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷୀୟାନ ରାଜନେତା ବୁଦ୍ଧଦେବ ଭଟ୍ଟାଚାର୍ଜୀ ମଧ୍ୟ ପଦ୍ମ ଭୂଷଣକୁ ଗ୍ରହଣ କରିବା ପାଇଁ ପ୍ରତ୍ୟାଖ୍ୟାନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top