Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଇସ୍ତଫା ଦେଇପାରନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌

ନୂଆଦିଲ୍ଲୀ: ଆଜି ଇସ୍ତଫା ଦେଇପାରନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ । ଇମ୍ରାନଙ୍କୁ ହଟାଇବା ଲାଗି ବିରୋଧୀ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ନିଜ ଦଳ ପିଟିଆଇର ବହୁ ସାଂସଦ ସମର୍ଥନ କରିଛନ୍ତି । ଆଜି ଇସଲାମବାଦରେ ପିଟିଆଇର ଏକ ବିଶାଳ ରାଲି ରହିଛି । ଏହି ରାଲିକୁ ସମ୍ବୋଧନ କରିବା ଅବସରରେ ଇମ୍ରାନ୍‌ ଇସ୍ତଫା ଘୋଷଣା କରିପାରନ୍ତି । ଅନ୍ୟପଟେ ଅନାସ୍ଥା ପୂର୍ବରୁ ନିଜ ଦଳର ୫୦ରୁ ଅଧକ ସଂଘୀୟ ଓ ପ୍ରାଦେଶିକ ମନ୍ତ୍ରୀ ଗାଏବ ହୋଇଯିବା ଇମ୍ରାନଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି।
ସେମାନଙ୍କ ମଧ୍ୟରେ ୨୫ଜଣ ଇମ୍ରାନଙ୍କ କ୍ୟାବିନେଟ ମନ୍ତ୍ରୀ ଥିବାବେଳେ ୪ ଜଣ ରାଷ୍ଟ୍ରମନ୍ତ୍ରୀ ଓ ୨୩ଜଣ ପ୍ରାଦେଶିକ ମନ୍ତ୍ରୀ ଅଛନ୍ତି । ମନ୍ତ୍ରୀମାନେ ବିରୋଧୀ ଦଳ ସହ ମିଶି ଇମ୍ରାନଙ୍କ ବିରୋଧରେ ଭୋଟ ଦେବେ ବୋଲି ଚର୍ଚ୍ଚା ହେଉଛି। ସେପଟେ ବୈଦେଶିକ ଚାନ୍ଦା କାରବାର ମାଲାରେ ସୋମବାର ସୁଦ୍ଧା ଗିରଫ ହୋଇପାରନ୍ତି । ପାକିସ୍ତାନ ନିର୍ବାଚନ ଆୟୋଗଙ୍କ ନିକଟେରେ ଦାଖଲ ରିପୋର୍ଟ ଅନୁସାରେ ଇମ୍ରାନ୍‌ ବେଆଇନ ଭାବେ ବିଦେଶରୁ ୭୩ ଲକ୍ଷ ୨୨ ହଜାର ୬୭୮ ଡଲାର ମୂଲ୍ୟ ଚାନ୍ଦା ଉଠାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top