Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଯାତ୍ରୀବାହୀ ବସ୍‌ ଓ ଟ୍ରକ ମୁହାଁମୁହିଁ ଧକ୍କା :୧୬ ମୃତ

ରାଞ୍ଚି: ଝାଡ଼ଖଣ୍ଡର ପାକୁଡ଼ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ୧୬ ଜଣଙ୍କ ମୃତ୍ୟୁ, ୧୭ ଆହତ । ଗୋବିନ୍ଦପୁର-ସାହେବଗଞ୍ଜ ରାଜ୍ୟ ରାଜପଥର ପାଦେରକୋଲା ଗାଁ ନିକଟରେ ଯାତ୍ରୀବାହୀ ବସ୍‌ ଓ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ବସ୍‌ରେ ୪୦ ଜଣ ଯାତ୍ରୀ ସାହିବଗଞ୍ଜ ଜିଲ୍ଲାରୁ ଦେଓଘରର ଯଶୀଡିହ ଯାଉଥିଲେ ।
ଦୁର୍ଘଟଣା ପରେ ଗ୍ୟାସ କଟରରେ ଗାଡ଼ିକୁ କଟାଯାଇ ଯାତ୍ରୀମାନଙ୍କୁ ବାହାର କରାଯାଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଏଥିରେ ଉଭୟ ବସ୍‌ ଓ ଟ୍ରକର ସମ୍ମୁଖ ଭାଗ ଚୂରମାର ହୋଇଯାଇଛି । ଉଭୟ ଗାଡ଼ି ଦ୍ରୁତ ଗତିରେ ଯାଉଥିଲେ । ତେବେ ଘନ କୁହୁଡ଼ି ଯୋଗୁ ରାସ୍ତା ଠିକ ଭାବେ ଦେଖାଯାଉନଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏଥିରେ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top