Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କଲା ପୋଲିସ୍‌

ବଣାଇ, (ଓଡ଼ିଶା ୱେୟାର):
ଜଙ୍ଗଲ ଭିତରେ ଏକ ଗଛରେ ଝୁଲିଛି ଜଣେ ଯୁବତୀଙ୍କ ମୃତଦେହ। ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆଜି ସକାଳେ ଯୁବତୀଙ୍କୁ ଝୁଲନ୍ତା ଅବସ୍ଥାରେ ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ଅଞ୍ଚଳରେ ଥିବା ଜଙ୍ଗଲରେ ଦେଖିବାକୁ ମିଳିଛି।
ପୁରୁଣାପାଣି ଗାଁ ନିକଟସ୍ଥ ଜଙ୍ଗଲରେ ଏକ ଗଛରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଝୁଲନ୍ତା ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଏପର‌୍ୟ୍ୟନ୍ତ ଯୁବତୀଙ୍କ ପରିଚୟ ଜଣାପଡ଼ିନାହିଁ।
ଯୁବତୀ ଜଣକ ବେକରେ ଚୁନି ଗୁଡାଇ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ତାଙ୍କର ବୟସ ୧୭ ୧୮ ବର୍ଷ ହେବ। ଦେଖିବାକୁ କୃଷ୍ଣ ବର୍ଣ୍ଣ। ଘଟଣା ସ୍ଥଳରେ ଯୁବତୀ ଜଣଙ୍କର ମୋବାଇଲ୍, ଚପଲ ଓ ଟର୍ଚ୍ଚ ପଡିଥିବା ଦେଖିବାକୁ ମିଳିଛି। ପୁଲିସ୍ ମୃତଦେହ, ମୋବାଇଲ୍ ଫୋନ ଓ ଅନ୍ୟ ସାମଗ୍ରୀକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମାତ୍ର ଏପର‌୍ୟ୍ୟନ୍ତ ତାଙ୍କ ପରିଚୟ ଜାଣିପାରିନାହିଁ। ଏପରିକି ଏହା ହତ୍ୟା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top