Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେଦାରନାଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: କେଦାରନାଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୪୦୦କୋଟିରୁ ଅଧିକ ଟଙ୍କା ପ୍ରୋଜେକ୍ଟର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ପ୍ରଥମ କେଦାରନାଥରେ ମୋଦିଙ୍କ ଐତିହାସିକ କାର୍ଯ୍ୟକ୍ରମ ଦେଖିବାକୁ ବିଭିନ୍ନ ଶିବ ମନ୍ଦିରରେ ବ୍ୟବସ୍ଥା କରାଯାଇଛି। ପ୍ରଥମେ ପ୍ରଧାନମନ୍ତ୍ରୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ପରେ ଆଦି ଶଙ୍କରାଚାର୍ଯ୍ୟଙ୍କ ସମାଧି ଓ ତାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ଗତ କିଛି ବର୍ଷ ମଧ୍ୟରେ କେଦାରନାଥରେ ବହୁ ଉନ୍ନତିମୂଳକ କାର୍ଯ୍ୟ କରିଛନ୍ତି ମୋଦି ।

ଏହି ଗସ୍ତ ଅବସରରେ ୧୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । କିଛି ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିବେ । ଏହି ଅବସରରେ ଚାରିଧାମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କାର୍ଯକ୍ରମକୁ ସଂଯୋଜିତ କରାଯିବ। ଭିଡ଼ିଓ କନଫରେନ୍ସିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ। ସେନେଇ ପୁରୀରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top