Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରାବଣରେ ବର୍ଷା ଉଭାନ୍‌

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଶ୍ରାବଣରେ ବର୍ଷା ଉଭାନ୍‌, ଅସ୍ତବ୍ୟସ୍ତ ଜୀବନ। ଠିକ୍ ସମୟରେ ମୌସୁମୀ ଆସିଲା ହେଲେ ଜୁଲାଇ-ଅଗଷ୍ଟରେ ହଜିଗଲା। ବର୍ଷା ଅଭାବରୁ କୃଷି ମାନଚିତ୍ରରେ ୨୧ ଜିଲ୍ଲା ରେଡ୍ ଜୋନରେ ରହିଛି। ରାଜ୍ୟରେ ଜୁନ ୧ରୁ ଅଗଷ୍ଟ ୭ ଭିତରେ, ସ୍ୱାଭାବିକଠାରୁ ୨୭ ପ୍ରତିଶତ କମ୍ ବର୍ଷା ହୋଇଛି। ସେଥିରୁ ୨୧ ଜିଲ୍ଲାରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ କମ ବର୍ଷା। ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଳାରେ ସ୍ୱଭାବିକଠାରୁ କମ ବର୍ଷା ରେକର୍ଡ ହୋଇଛି ।
ଯାଜପୁର ଜିଲ୍ଲାରେ ୫୬%, ଭଦ୍ରକରେ ୫୦%, ଗଜପତିରେ ୪୫%, ବଲାଙ୍ଗିରରେ ୪୦% ଓ କେନ୍ଦୁଝରରେ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ନିଷ୍କ୍ରିୟ। ରହି ରହି ବର୍ଷା ହେଉଛି, ଚାଷକୁ ନିଅଣ୍ଟ ପଡୁଛି। କମ୍ ବର୍ଷା ଯୋଗୁଁ ଆଗେଇ ପାରୁନି ଚାଷ କାମ । କେବଳ ୯ଟି ଜିଲ୍ଲାରେ ହିଁ ସ୍ୱଭାବିକ ବର୍ଷା ହୋଇଛି। ପାଣିପାଗ ବିଜ୍ଞାନୀଙ୍କ ପୂର୍ବାନୁମାନ,ଆଗକୁ ବର୍ଷା ପରିମାଣ ନ ବଢିଲେ, ପରିସ୍ଥିତି ସାଂଘାତିକ ହୋଇପାରେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top