Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):) ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳୁ ସଂଧ୍ୟା ପର‌୍ୟ୍ୟନ୍ତ ପ୍ରାୟ ୧୦ ଘଣ୍ଟା ଧରି ସ୍କୁଲ ଓ ଉଚ୍ଚଶିକ୍ଷା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ଚାଲିବ । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (RUSA)ଅର୍ଥ ବିନିଯୋଗ ନେଇ ଆଲୋଚନା ଚାଲିଛି । ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ କେତେ ଟଙ୍କା ଆସିଛି, କେତେ ଟଙ୍କା ଖର୍ଚ୍ଚ ହୋଇଛି, ସେ ସମ୍ପର୍କରେ ତଥ୍ୟ ନେଉଛନ୍ତି କେନ୍ଦ୍ରମନ୍ତ୍ରୀ । ବୈଠକରେ ରାଜ୍ୟ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଉପସ୍ଥିତ ଅଛନ୍ତି ।
ପ୍ରଥମ ପର‌୍ୟ୍ୟାୟରେ ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ଏବଂ ପରେ ଗଣଶିକ୍ଷା ବିଭାଗ ଉପରେ ଆଲୋଚନା ହେବ । ସେହିଭଳି ଅପରାହ୍ନରେ କେନ୍ଦ୍ରୀୟ ବିଦ୍ୟାଳୟ ଓ ସିବିଏସଇ ମୁଖ୍ୟଙ୍କ ସହ ସମୀକ୍ଷା କରିବେ ଧର୍ମେନ୍ଦ୍ର ପ୍ରଧାନ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top