Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ, କଲେଜ୍

ଭୁବନେଶ୍ୱର(ଓଡ଼ିଶା ୱେୟାର): ୨ମାସ ଭିତରେ ସ୍କୁଲ ଖୋଲିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସରକାର ଆସନ୍ତା ୭ ତାରିଖ ଅର୍ଥାତ ସୋମବାରଠାରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଛନ୍ତି। ରାଜ୍ଯରେ କୋଭିଡ୍ ସ୍ଥିତି ପରଖିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ଯ ସରକାର । ଅଷ୍ଟମରୁ ଉପରକୁ ସବୁ କ୍ଲାସ ଚାଲିବ । ସବୁ କ୍ଲାସ ସୋମବାରଠାରୁ ଖୋଲିବ । ୧୪ରୁ ଖୋଲିବ କେଜିରୁ ସପ୍ତମ ଶ୍ରେଣୀ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ସରକାର ଏହା ସହ ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ଯ ଶାସନ ସଚିବ ସୁରେଶ ମହାପାତ୍ର କୋଭିଡ୍ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ । ଏହା ସହିତ ରାଜ୍ଯର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ । ଏହା ସହିତ ଫେବୃଆରୀ ୧୪ ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ଯନ୍ତ ଛାତ୍ରଛାତ୍ରୀ ସ୍କୁଲ ଯିବେ ଉଭୟ ଅନ୍ଲାଇନ୍ ଏବଂ ଅଫ୍ଲାଇନରେ ପାଠପଢା ହେବ ଛାତ୍ରଛାତ୍ରୀ ମାନେ ପସନ୍ଦ ମୁତାବକ ମାଧ୍ୟମ ବାଛିପାରିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top