Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଗିରଫ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ପୋଲିସ ହେପାଜତରେ ମାନବବାଦ ସଙ୍ଗଠନ ମୁଖ୍ୟ ମାନସ ଦାସ ଗିରଫ । ସହିଦନଗର ବାସଭବନରୁ ମାନସ ଦାସଙ୍କୁ ଉଠାଇ ନେଲା ଖୋର୍ଦ୍ଧା ପୋଲିସ । ତାଙ୍କ ନାଁରେ ଆସିଥିଲା ସାଂଘାତିକ ଅଭିଯୋଗ । ବେଗୁନିଆ ଅଞ୍ଚଳରେ ବାପା ପୁଅଙ୍କୁ ନିସ୍ତୁକ ମାଡ଼ ମାରିବା, ବୋଲଗଡ଼ ଅଞ୍ଚଳରେ ଜଣେ ଲୋକଙ୍କୁ ହତ୍ୟା କରିବା ସହ ମାଳ ମାଳ ଅଭିଯୋଗ ଥିଲା ମାନସ ଦାସଙ୍କ ନାଁରେ ।
ଆଦିବାସୀଙ୍କୁ ଶୋଷଣ, ଅତ୍ୟାଚାର ଓ ଧର୍ମାନ୍ତରୀକରଣ ଆଦି ସଙ୍ଗିନ ଅଭିଯୋଗ ବି ହୋଇଥିଲା । ମାନବବାଦ ସଂଗଠନ ମୁଖା ତଳେ ଅମାନବୀୟ କାଣ୍ଡର ଲମ୍ବା ତାଲିକା ସାମନାକୁ ଆସିବା ପରେ ମାନସ ଚାନ୍ଦଙ୍କୁ ଗିରଫ ଦାବି ତେଜିଥିଲା । ଏନେଇ ନିକଟରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ରାଜ୍ୟର ୧୦ରୁ ଅଧିକ ଆଦିବାସୀ ଓ ଦଳିତ ସଂଘ ନେତା ଭେଟି ଏକ ଦାବିପତ୍ର ପ୍ରଦାନ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top