Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବରିଷ୍ଠ ଓଏଏସ ଅଫିସର ସ୍ତରରେ ବଡଧରଣର ବଦଳି

ଭୁବନେଶ୍ୱର : ବରିଷ୍ଠ ଓଏଏସ ଅଫିସରସ୍ତରରେ ରାଜ୍ୟ ସରକାର ଏକ ବଡଧରଣରଅଦଳବଦଳ କରିଛନ୍ତି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୩୫ଜଣ ବରିଷ୍ଠ ଓଏଏସଙ୍କୁ ବଦଳି କରାଯାଇଛି । ପୁରୀର ଅତିରିକ୍ତ ଜିଲ୍ଲାପାଳ ବିଭୂତି ଭୂଷଣ ଦାସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ଜୟନ୍ତ ନାରାୟଣ ଷଡ଼ଙ୍ଗୀଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ସଚିବ, ରଜେନ୍ଦ୍ର ମିଶ୍ରଙ୍କୁ ଓଡ଼ିଶା ରିଏଲ ଇଷ୍ଟେଟ ନିୟନ୍ତ୍ରକ ପ୍ରାଧିକରଣର ସଚିବ, ଲକ୍ଷ୍ମଧୀର ଦାସଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ସଚିବ, ମନୋଜ କୁମାର ମହାନ୍ତି-୨ଙ୍କୁ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ)ର ସଚିବ, ରମାକାନ୍ତ ନାୟକଙ୍କୁ ନବରଙ୍ଗପୁର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱର ଏଡିଏମ୍ ମାନସ ରଞ୍ଜନ ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଲ୍ୟାଣ୍ଡ ଅଫିସର, ବିନୟ କୁମାର ଦାଶଙ୍କୁ ପୁରୀ ଏଡିଏମ, ସୌଦାମିନୀ ସେଠୀଙ୍କୁ ଇଡକୋ ଲ୍ୟାଣ୍ଡ ଅଫିସର, ଅନାମ ଚରଣ ପାତ୍ରଙ୍କୁ ନୟାଗଡ଼ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ନୃପରାଜ ସାହୁଙ୍କୁ ଗଜପତି ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଉଷାରାଣୀ ଦାଶଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଯୁଗ୍ମ ସଚିବ, ରଜନୀ ଜାନିଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ଯୁଗ୍ମ ସଚିବ, ଶିବନାରାୟଣ ନନ୍ଦଙ୍କୁ ଓଡ଼ିଶା ରିଏଲ ଇଷ୍ଟେଟ୍ ନିୟନ୍ତ୍ରକ ପ୍ରାଧିକରଣର ଯୁଗ୍ମ ସଚିବ, ଅଶୋକ କୁମାର ପଣ୍ଡାଙ୍କୁ ଓଡ଼ିଶା କୋଠା ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡର ଓଏସଡି, ବିନୋଦିନୀ ପଣ୍ଡାଙ୍କୁ କଟକ ବୋର୍ଡ ଅଫ ରେଭିନ୍ୟୁର ଯୁଗ୍ମ ସଚିବ, ପ୍ରଭାତ କୁମାର ମହାପାତ୍ରଙ୍କୁ ଖୋର୍ଦ୍ଧା ଡିୟୁଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସୁଭାଷ ଚନ୍ଦ୍ର ନାଥଶର୍ମାଙ୍କୁ କଟକ ମହାନଗର ନିଗମର ଯୁଗ୍ମ କମିଶନର, ଦିଗନ୍ତ ରାଉତରାୟଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ, ଅଞ୍ଜନ କୁମାର ଦାଶଙ୍କୁ ବିଡିଏ ପ୍ରଶାସନିକ ଅଧିକାରୀ, ଶୁଭେନ୍ଦୁ କୁମାର ସାହୁଙ୍କୁ ଭୁବନେଶ୍ୱର ଉପଜିଲ୍ଲାପାଳ, ରୂପକ କୁମାର ପଟ୍ଟନାୟକଙ୍କୁ ବିଡିଏ ଆଲଟମେଂଟ୍ ଅଫିସର, ରବିନାରାୟଣ ସାହୁଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ, ରାମେଶ୍ୱର ପ୍ରଧାନଙ୍କୁ ମାଲକାନଗିରି ଉପଜିଲ୍ଲାପାଳ, ଗୋରାଚାନ୍ଦ ଗମାଙ୍ଗଙ୍କୁ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ, ସିଗ୍ଧା ଚମ୍ପତିରାୟଙ୍କୁ ଉଚ୍ଚଶିକ୍ଷା ବିଭାଗର ଉପସଚିବ, ଦରିଦ୍ରଭଞ୍ଜନ ପାତ୍ରଙ୍କୁ ବିଏମସି ଉପକମିଶନର, ରାଜେନ୍ଦ୍ର ମିଞ୍ଜଙ୍କୁ ଭଞ୍ଜନଗର ଉପଜିଲ୍ଲାପାଳ, ସୁଶାନ୍ତ କୁମାର ସିଂହଙ୍କୁ କେନ୍ଦୁଝରର କାହ୍ନୁପୁର ଜଳସେଚନ ପ୍ରକଳ୍ପ ନିର୍ଦ୍ଦେଶକ, ମମତାରାଣୀ ନାୟକଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଉପନିର୍ଦ୍ଦେଶକ, ଭଗବାନ ବେହେରାଙ୍କୁ ଉଦଳା ଉପଜିଲ୍ଲାପାଳ, ସାଲେପୁର ବିଡ଼ିଓ ମହେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଜଗତସିଂହପୁର ଉପଜିଲ୍ଲାପାଳ, ଅଣାକାର ଠାକୁରଙ୍କୁ ନବରଙ୍ଗପୁର ଆଇଟିଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ରତ୍ନାକର ସାହୁଙ୍କୁ ନବରଙ୍ଗପୁର ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ପବିତ୍ର ବେହେରାଙ୍କୁ କୁଚିଣ୍ଡା ଆଇଟିଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ବିଜୟାନନ୍ଦ ନାୟକଙ୍କ ଯାଜପୁର ଆରଟିଓ ବଦଳିକୁ ବାତିଲ କରାଯାଇ କଟକ ଆରଟିଓ ଭାବେ ଅବସ୍ଥାପିତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top