ଭୁବନେଶ୍ୱର(ଓଡ଼ିଶା ୱେୟାର) : ନୂଆବର୍ଷରେ ଶିକ୍ଷକ ଓ ଅଣଶିକ୍ଷକଙ୍କୁ ଉପହାର ଦେଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷକ ଓ ଅଣଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ କରିବାକୁ କ୍ଯାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ରାଜ୍ଯ ସରକାର । ୨୦୨୨ ଜାନୁଆରୀ ୧ରୁ ଏହି ସପ୍ତମ ବେତନ କମିଶନ ଲାଗୁ ହେବ ବୋଲି ସୂଚନା ମିଳିଛି ଫଳରେ ୨୬ହଜାରରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବ ଅନୁଦାନପ୍ରାପ୍ତ ଘରୋଇ କଲେଜର ଶିକ୍ଷକ ଓ ଅଣଶିକ୍ଷକ ଏହାଦ୍ୱାରା ଉପକୃତ ହେବେ । ୧୫,୬୬୪ ଜଣ କଲେଜ ଶିକ୍ଷକ ଓ ଅଣଶିକ୍ଷକ ଏଥିରେ ଉପରକୃତ ହେବେ ଏଥିପାଇଁ ୧୨୬କୋଟି ଟଙ୍କା ରାଜ୍ଯ ସରକାର ଖର୍ଚ୍ଚ କରିବେ ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...