Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

+୨ ଆଡ଼ମିଟ୍ କାର୍ଡ ପାଇଁ ଏସଓପି ଜାରି

ଭୁବନେଶ୍ୱର , (ଓଡ଼ିଶା ୱେୟାର): ଯୁକ୍ତ ଦୁଇ ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡମିଟ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ଆସନ୍ତା ୨୫ ତାରିଖରୁ SAMS ୱେବସାଇଟରୁ ଛାତ୍ରଛାତ୍ରୀମାନେ ଆଡମିଟ୍ କାର୍ଡ ଡାଉନ୍ଲୋଡ କରିପାରିବେ । ଯଦି କରିନପାରିବେ, ନିଜ ନିଜ କଲେଜରୁ ସଂଗ୍ରହ କରିବେ । ଏହି ସମୟରେ ଏସ୍ଓପି ମାନିବାକୁ ପଡ଼ିବ।
ତେବେ ଯଥାସମ୍ଭବ ସାମ୍ସ ୱେବସାଇଟ୍ରୁ ଆଡମିଟ କାର୍ଡ ଡାଉନ୍ଲୋଡ କରିବା ପାଇଁ ପରାମର୍ଶ ଦିଆଯାଇଛି । ପ୍ରାକ୍ଟିକାଲ ରେକର୍ଡ ବା ପ୍ରୋଜେକ୍ଟ ରେକର୍ଡ ଦାଖଲ ବେଳେ ମଧ୍ୟ ଏସ୍ଓପି ମାନି କଲେଜ ଯିବେ ଛାତ୍ରଛାତ୍ରୀ । ନିଜେ ନ ଯାଇ ପାରିଲେ ନିଜର ଆଇକାର୍ଡ ସହ ଅନ୍ୟ ଦ୍ୱାରା ପଠାଇ ପାରିବେ । ଆଡମିଟ୍ କାର୍ଡ ସଂଗ୍ରହ ଓ ପ୍ରାକ୍ଟିକାଲ ରେକର୍ଡ ଦାଖଲ ବେଳେ କୋଭିଡ ନିୟମ ମାନିବା ଜରୁରୀ ବୋଲି CHSE ପକ୍ଷରୁ କୁହାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top