Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସୌମ୍ୟରଞ୍ଜନ ପତ୍ନୀ କହିଲେ ସ୍ବାମୀଙ୍କର ଥିଲା ଅନ୍ୟ ଝିଅ ସହ ସମ୍ପର୍କ

ଭୁବନେଶ୍ୱର ,(ଓଡ଼ିଶା ୱେୟାର):ପାରଳାଖେମୁଣ୍ଡି ଇଉୠ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ଟ୍ଵିଷ୍ଟ। ସ୍ୱାମୀଙ୍କ ନାଁରେ ପତ୍ନୀ ବିଦ୍ୟାଭାରତୀ ଆଣିଲେ ଚାଞ୍ଚଲ୍ୟକର ବୟାନ୍। ସୌମ୍ୟରଞ୍ଜନଙ୍କର ଅନ୍ୟ ଝିଅ ସହ ସମ୍ପର୍କ ଥିବା ସେ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ତାଙ୍କ ବିରୋଧରେ ସୌମ୍ୟଙ୍କ ପରିବାର ପକ୍ଷରୁ ଅଣାଯାଇଥିବା ସମସ୍ୟ ଅଭିଯଗକୁ ଖଣ୍ଡନ କରିଛନ୍ତି ବିଦ୍ୟାଭାରତୀ। ଏପଟେ ମୟୁରଭଞ୍ଜ କପ୍ତିପଦାରେ ପାରଳାଖେମୁଣ୍ଡି ପୋଲିସର ୬ଜଣିଆ ଟିମ୍ ପହଞ୍ଚି ତଦନ୍ତ ଚଳାଇଛି। ପତ୍ନୀ ବିଦ୍ୟାଭାରତୀଙ୍କୁ ପଚରାଉଚରା କରିଛି । ବିଦ୍ୟାଭାରତୀ ଓ ସୌମ୍ୟଙ୍କ ମୋବାଇଲ୍ ଫୋନ୍ ସିଜ୍ ହୋଇଛି । ଆଜି ତାଙ୍କ ବାପା, ମାଆ ଓ ପରିବାର ଲୋକଙ୍କୁ ପଚରାଉଚରା କରାଯିବ । ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ୮ ଦିନ ହେଲାଣି । ପୋଲିସ ତଦନ୍ତ ଯେତିକି ଆଗଉଛି ରହସ୍ୟ ସେତିକି ବଢୁଛି । ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ପୋଲିସ ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ସମସ୍ତ ସାକ୍ଷ୍ୟ ପ୍ରମାଣ ଯୋଗାଡ଼ କରୁଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top