Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଧୀରେଧୀରେ ସୁସ୍ଥ ହେଉଛନ୍ତି ଶ୍ରୀଜୀଉ

ପୁରୀ, (ଓଡ଼ିଶା ୱେୟାର):
ଫୁଲୁରୀ ତେଲ ଲାଗି ହେବା ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ଶ୍ରୀଜିଉ । ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ। ରାଜବୈଦ ଏହି ଦଶମୂଳ ମୋଦକ ପ୍ରସ୍ତୁତ କରିଛନ୍ତି। ଆସନ୍ତାକାଲି ସୋମବାର ଏକଦଶୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଏହି ଦଶମୂଳ ।
ଏହା ପରେ ଶ୍ରୀଜିଉ ସୁସ୍ଥ ହେବେ । ଦଶମୀ ତିଥିରେ ମହାପ୍ରଭୁ ଚକାକୁ ବିଜେ କରିବେ । ମଧ୍ୟାହ୍ନ ଧୂପ ନୀତି ପରେ ପଣା ଚକଟା ଭୋଗ ସହ ଚକା ବିଜେ ନୀତି କରାଯିବ । ଜୁଲାଇ ୯ରେ ମହାପ୍ରଭୁଙ୍କ ନେତ୍ରୋତ୍ସବ ସହ ନବଯୌବନ ଦର୍ଶନ ।
ଜୁଲାଇ ୧୦ ଓ ୧୧ ଦୁଇ ଦିନ ଧରି ଉଭା ଯାତ୍ରା ପରେ ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏପଟେ ତିନି ରଥର ନିର୍ମାଣ କାର‌୍ୟ୍ୟ ବି ପ୍ରାୟ ସରି ଆସିଲାଣି । ଏବେ ରଥର ପ୍ରଭା, ବେଦୀ ଓ ସିଂହାସନ କାମ ଅନ୍ତିମ ପର‌୍ୟ୍ୟାୟରେ ପହଞ୍ଚିଛି। ଚିତ୍ରକର ଏବଂ ରୂପକାର ସେବାୟତ ସୌନ୍ଦଯର‌୍ୟକରଣରେ ଲାଗିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top