Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଶନିବାର ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର : ଆସନ୍ତା ଶନିବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକ ସମ୍ପର୍କରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ କୌଣସି ଏଜେଣ୍ଡା ମନ୍ତ୍ରୀମାନଙ୍କୁ ଦିଆଯାଇନଥିବା ଜଣାପଡ଼ିଛି । କେବଳ କ୍ୟାବିନେଟ୍ ବୈଠକରେ ଯୋଗଦେବା ପାଇଁ ଶନିବାର ସନ୍ଧ୍ୟାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉକ୍ତଦିନ ଓଡ଼ିଶା ଗସ୍ତରେ ଆସୁଥିବାରୁ କ୍ୟାବିନେଟ୍ ବୈଠକ କରି ରାଜ୍ୟ ସରକାର ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିବାର ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top