Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆକ୍ରମଣ କଲେ ଦିଆଯିବ କଡ଼ା ଜବାବ: ଜୋ ବାଇଡେନ୍‌

ଆମେରିକା: ଆଫଗାନିସ୍ତାନ ସ୍ଥିତି ସମ୍ପର୍କରେ ଦ୍ୱିତୀୟ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧିନ କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆଫଗାନିସ୍ତାନରୁ ୧୮ ହଜାର ଆମେରିକୀୟଙ୍କୁ ଉଦ୍ଧାର କରାଯାଇଛି । କାବୁଲ୍‌ରେ ୬ ହଜାର ସୈନିକ ମହଜୁଦ୍ ଅଛନ୍ତି । କାବୁଲ୍ ଏୟାରପୋର୍ଟ ସମ୍ପୂର୍ଣ୍ଣ ଆମେରିକା ନିୟନ୍ତ୍ରଣରେ ଅଛି ବୋଲି କହିଛନ୍ତି ବାଇଡେନ । ଆଫିଗାନିସ୍ତାନର କିଛି ନାଗରିକଙ୍କୁ ଉଦ୍ଧାର କରାଯାଇଛି । ଏବେ ସୁଦ୍ଧା ଆଫଗାନିସ୍ତାନରୁ ଉଦ୍ଧାର କାର‌୍ୟ୍ୟ ଜାରି ରହିଛି ।
ଆମେରିକା ସେନା ଉପରକୁ ଆକ୍ରମଣ ବରଦାସ୍ତ କରାଯିବ ନାହିଁ । ୨୦ ବର୍ଷ ଧରି ଆଫଗାନିସ୍ତାନ ସହ କାମ କରି ଆସିଛୁ । ତାଲିବାନ୍ ସହ ଲଗାତର ଭାବେ ସମ୍ପର୍କରେ ରହିଛୁ । ଆଗାମୀ ଦିନରେ ଆଫଗାନିସ୍ତାନ ସ୍ଥିତିର ଚୂଡାନ୍ତ ରୂପରେଖ କଣ ହେବ, ସେ ସମ୍ପର୍କରେ କିଛି ବି ପ୍ରତିଶ୍ରୁତି ଦେଇ ହେବ ନାହିଁ ବୋଲି ବାଇଡେନ୍ କହିଛନ୍ତି । କାବୁଲ ବିମାନବନ୍ଦରର ସ୍ଥିତି, ଇତିହାସରେ ବିରଳ ବୋଲି ବାଇଡେନ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top