Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହିଜାବ ମାମଲାରେ ଛାତ୍ରୀଙ୍କୁ ଝଟକା; ଆବେଦନ ଖାରଜ କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: ହିଜାବ ବିବାଦ ମାମଲାରେ ଛାତ୍ରୀଙ୍କୁ ଝଟକା । ଏହି ମାମଲାରେ ହୋଇଥିବା ଆବେଦନକୁ ଖାରଜ କରିଦିଆଯାଇଛି । ଆବେଦନକୁ ଖାରଜ କରିଦେଇଛନ୍ତି କର୍ଣ୍ଣାଟକ ହାଇକୋର୍ଟ । ହିଜାବ ଧର୍ମର ପ୍ରମୁଖ ଅଂଶ ନୁହେଁ ବୋଲି କହିଛନ୍ତି ହାଇକୋର୍ଟ । ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନକୁ ଚାଲେଞ୍ଜ କରି କରାଯାଇଥିଲା ଆବେଦନ । ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରିବେ ନାହିଁ ବୋଲି କହିଛି ହାଇକୋର୍ଟ ।
କର୍ଣ୍ଣାଟକ ହାଇକୋର୍ଟରେ ଉଡ଼ୁପୀର ଛାତ୍ରୀ ମାନେ ଏକ ଆବେଦନ ଦାୟର୍ କରିଥିଲେ । ଏନେଇ ଫେବୃଆରୀ ୯ ତାରିଖରେ ଚିଫ୍ ଜଷ୍ଟିସ୍ ରିତୁ ରାଜ ଅବସ୍ଥୀ, ଜଷ୍ଟିସ୍ କୃଷ୍ଣା ଏସ୍ ଦୀକ୍ଷିତ ଓ ଜଷ୍ଟିସ୍ ଜେଏମ୍ ଖାଜୀଙ୍କ ବେଞ୍ଚ୍ ର ଗଠନ କରିଥିଲେ । ଛାତ୍ରୀ ମାନେ ଆବେଦନ କରିଥିଲେ ଯେ, କ୍ଲାସ୍ ଭିତରେ ହିଜାବ ପିନ୍ଧିବାକୁ ଅନୁମତି ଦିଆଯାଉ, କାରଣ ଏହା ହେଉଛି ସେମାନଙ୍କ ପରମ୍ପରାର ଅଂଶ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top