Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରୀଜଗନ୍ନାଥ ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ପୁରୀ(ଓଡ଼ିଶା ୱେୟାର): ପୁରୀ ପେଣ୍ଠକଟାରେ ନିର୍ମାଣାଧୀନ ଶ୍ରୀଜଗନ୍ନାଥ ଷ୍ଟାଡିୟମ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭିକେ ପାଣ୍ଡିଆନ । ସେ ନକ୍ସା ଓ ମ୍ୟାପ ଦେଖିବା ସହ ଚାଲିଖିବା କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଥିଲେ । ୧୩ ଏକର ପରିମିତ ଜମିରେ ହେଉଥିବା ଷ୍ଟାଡିୟମରେ କ୍ରିକେଟ ଗ୍ରାଉଣ୍ଡ ସହ ସ୍ୱିମିଂ ପୁଲ ରହିଛି । ଏହାସହ ଶହେ ଶଯ୍ୟା ବିଶିଷ୍ଟ କ୍ରୀଡ଼ା ଛାତ୍ରବାସ ଓ ଇଣ୍ଡୋର ଷ୍ଚାଡିୟମ ମଧ୍ୟ ରହିଛି । ପ୍ରଳୟଙ୍କରୀ ବାତ୍ୟା ଫନିରେ ନିର୍ମାଣାଧୀନ ଶ୍ରୀଜଗନ୍ନାଥ ଷ୍ଟାଡିୟମ କ୍ଷତିଗ୍ରସ୍ତ ହୋଇଥିଲା ।

ଏହାପରେ ପୁନର୍ବାର ଯୁଦ୍ଧକାଳୀନ ଭିତ୍ତିରେ ଏହାର ନିର୍ମାଣ ଚାଲିଛି । ୪୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଛି ନୂଆ ସ୍ପୋର୍ଟସ କମ୍ପ୍ଲେସ । କ୍ରିକେଟ ଷ୍ଟାଡିୟମ୍‌ ସହ ଏଠାରେ ନେଟ୍‌ ପ୍ରାକ୍ଟିସ୍‌ ସହ ରଣଜୀ ମ୍ୟାଚ୍‌ ହୋଇପାରିବା ଭଳି ବ୍ୟବସ୍ଥା ରହିବ । ଏହି ଗସ୍ତ ସମୟରେ ଫାଇଭ୍‌ ଟି ସଚିବଙ୍କ ସହ କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହ କ୍ରୀଡ଼ା ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top