Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

SCBରେ ୯ଟି ଇକମୋ ମେସିନର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଓଡ଼ିଶା ଚିକିତ୍ସା କ୍ଷେତ୍ରରେ ନୂଆ ଅଧ୍ୟାୟ। ଆଉ ବ୍ୟୟବହୁଳ ହେବନି ଇକମୋ ଚିକିତ୍ସା। କଟକ SCBରେ ଆରମ୍ଭ ହେଲା ଇକମୋ ଚିକିତ୍ସା। ୯ଟି ଇକମୋ ମେସିନର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୋକଙ୍କୁ ମାଗଣାରେ ମିଳିବ ଇକମୋ ଚିକିତ୍ସା। ପୂର୍ବ ଭାରତରେ ସରକାରୀ ଭାବେ ଇକମୋ ଚିକିତ୍ସା ଯୋଗାଉଥିବା ଏହା ସବୁଠାରୁ ବଡ ୟୁନିଟ୍ । ଗୁରୁତର କୋଭିଡ ରୋଗୀଙ୍କୁ ଆଉ ବାହାରକୁ ଯିବାକୁ ପଡ଼ିବନି।
ଏହି ୟୁନିଟ୍ ପାଇଁ ଦକ୍ଷ ମେଡିକାଲ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ‘ଇକମୋ ଚିକିତ୍ସା ହେଉଛି ଅଧିକ ବ୍ୟୟବହୁଳ, କିନ୍ତୁ ରାଜ୍ୟ ସରକାର ଏହି ସେବା ମାଗଣାରେ ଯୋଗାଇଦେବେ । ବୋସ ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ SCB ଅଭିମୁଖେ ଯାଇଥିଲେ ।
ସେଠାରେ ପୂର୍ବ ଭାରତର ଏହି ବଡ଼ ଏକମୋ ୟୁନିଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଇକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନସରେ ରାଜ୍ୟ ବାହାରକୁ ଯିବାକୁ ପଡ଼ୁଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top