Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବନ୍ଧୁକ ମୁନରେ ବ୍ଯବସାୟୀଙ୍କ ଘରୁ ସୁନା ଗହଣା ସହ ନଗଦ ୫ ଲକ୍ଷ ଲୁଟ୍

ରାଉଲକେଲା, (ଓଡ଼ିଶା ଓ୍ବେୟାର):: ବନ୍ଧୁକ ମୁନରେ ଲୁଟ୍‌ । ୨୦ ଲକ୍ଷ ଟଙ୍କାର ସୁନା ଗହଣା ସହ ନଗଦ ୫ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ମାର୍କେଟରେ ଥିବା ଶ୍ରୀବସ୍ତ୍ରମ ଦୋକାନ ମାଲିକ କମଳ ଅଗ୍ରୱାଲଙ୍କ ଘରେ ଲୁଟ୍‌ ହୋଇଛି।
ଗତକାଲି ରାତି ୩ଟାରେ ଘର ପଛପଟ କବାଟ ଭାଙ୍ଗି ଭିତରକୁ ଆସିଥିଲେ ଦୁର୍ବୃତ୍ତ । ପରେ କମଲ ଅଗ୍ରଓ୍ଵାଲ ଓ ତାଙ୍କ ସ୍ତ୍ରୀଙ୍କୁ ଖଟରେ ବାନ୍ଧି ଦେଇଥିଲେ । ବନ୍ଧୁକ ଦେଖାଇ ଲକର୍‌ ଚାବି ନେଇ ସୁନା ଅଳଙ୍କାର ଲୁଟିବା ସହ ୫ ଲକ୍ଷରୁ ଉର୍ଦ୍ଧ୍ୱ ନଗଦ ଟଙ୍କା ନେଇଯାଇଛନ୍ତି। ଏହି ଡକାୟତି ଦଳରେ ୭ଜଣ ଥିବା ସୂଚନା ମିଳିଛି। ଘଟଣାର ତଦନ୍ତ କରୁଛି ପୋଲିସ୍।

Click to comment

Leave a Reply

Your email address will not be published. Required fields are marked *

Most Popular

To Top