Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାଇକୋର୍ଟର ଶୁଶାଣି ହେବ ଲାଇଭ୍ ଟେଲିକାଷ୍ଟ

ଭୁବନେଶ୍ୱର ,(ଓଡ଼ିଶା ୱେୟାର) :ଶୁଶାଣିର ହେବ ଲାଇଭ୍ ଟେଲିକାଷ୍ଟ। ଓଡ଼ିଶା ହାଇକୋର୍ଟ ଇତିହାସରେ ଯୋଡି ହେବ ନୂଆ ଫର୍ଦ୍ଦ। ଲାଇଭ୍ ଟେଲିକାଷ୍ଟ ମାଧ୍ୟମରେ ମାମଲାର ଶୁଣାଣି କରାଯିବ । ହାଇକୋର୍ଟରେ କେଉଁ ମାମଲାର କ’ଣ ଶୁଣାଣି ହେଉଛି ତାହା ଘରେ ବସି ଦେଖିପାରିବେ। ଏନେଇ ହାଇକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। କେଉଁ ମାମଲା ଟେଲିକାଷ୍ଟ କରାଯିବ ଏବଂ କେଉଁ ମାମଲାର କରାଯିବ ନାହିଁ ସେ ସମ୍ପର୍କରେ ସୂଚନା ଦିଆଯାଇଛି । ଲାଇଭ୍ ଟେଲିକାଷ୍ଟ ପାଇଁ ଏକ ୱେବ୍ ପୋର୍ଟାଲ ଜାରି କରାଯିବ ।
ଯେଉଁଥିରେ ହାଇକୋର୍ଟର ବିଭିନ୍ନ ମାମଲାର ପ୍ରସାରଣ କରାଯିବ। ଏଥିରେ ଅଡିଓ ଏବଂ ଭିଜୁଆଲ ରହିବ । ଲାଇଭ୍ ଟେଲିକାଷ୍ଟ ମାମଲା ୨ ମିନିଟ୍ ବିଳମ୍ବରେ ଦେଖାଯିବ। ବୈବାହିକ ମାମଲା, ଯୌନ ନିର‌୍ୟାତନା, ଦୁଷ୍କର୍ମ ଭଳି ମାମଲାର ଲାଇଭ୍ ଉପରେ କଟକଣା ରହିବ । କୌଣସି ମାମଲାର ଲାଇଭ୍ ଷ୍ଟ୍ରିମିଂକୁ ବିଚାରପତି ଚାହିଁଲେ ବନ୍ଦ କରିପାରିବେ । ଲାଇଭ୍ ଷ୍ଟ୍ରିମିଂ ସମୟରେ କୌଣସି ଚାଟିଂ ବା ଲାଇଭ୍ କମେଣ୍ଟ ପାଇଁ ଅନୁମତି ଦିଆଯିବ ନାହିଁ । ଲାଇଭ୍ ଷ୍ଟ୍ରମିଂର କପି କାହାକୁ ପ୍ରଦାନ କରାଯିବ ନାହିଁ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top