Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟୋକିଓର ଅନୁଭୂତି ବଖାଣିଲେ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍

ଭୁବନେଶ୍ୱରରେ : ଭୁବନେଶ୍ୱରରେ ଭାରତୀୟ ମହିଳା ଓ ପୁରୁଷ ହକି ଟିମ୍ । ଟୋକିଓର ଅନୁଭୂତି ବଖାଣିଲେ ଓ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ଉଭୟ ହକି ଟିମ ।
ପ୍ରଥମେ ମହିଳା ହକି ଖେଳାଳିମାନେ ଟୋକିଓ ଅଲିମ୍ପିକ୍ସର ଅନୁଭୂତି କହିଥିଲେ । ଚତୁର୍ଥ ସ୍ଥାନରେ ରହିବା ସତ୍ତ୍ୱେ ବହୁତ ଭଲପାଇବା ମିଳିଛି ବୋଲି କହିଥିଲେ । ‘ଏବେ ବିଶ୍ୱକପ ଉପରେ ଟିମର ଫୋକସ୍ ରହିଛି । ସେହିପରି ପୁରୁଷ ହକି ଟିମ ବି ଅଲିମ୍ପିକ୍ସର ଅନୁଭୂତି ବଖାଣିଥିଲେ ।
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଫଟୋ ସେସନ୍ ରହିଛି । ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ସମ୍ମାନିତ କରିବେ । ପୂର୍ବରୁ ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟ ଟିମ୍କୁ ଭବ୍ୟ ସ୍ୱାଗତ ଦିଆଯାଇଥିଲା । କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଉଭୟ ଦଳକୁ ସ୍ୱାଗତ କରିଥିଲେ ।
ମନ୍ତ୍ରୀଙ୍କ ସହ କ୍ରୀଡା ସଚିବ ଭିନିଲ କ୍ରିଷ୍ଣା ମଧ୍ୟ ଉପସ୍ଥିତ ଥିଲେ । ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଖେଳାଳିଙ୍କୁ ବାଜା, ନାଚ ଓ ଗୀତରେ ସ୍ୱାଗତ କରିଥିଲା ଓଡ଼ିଶା । ରାସ୍ତା ଘାଟରେ ଛାଇ ଯାଇଛି ପୋଷ୍ଟର ଓ ବ୍ୟାନର । ଏୟାରପୋର୍ଟରୁ କଡା ସୁରକ୍ଷା ମଧ୍ୟରେ ବିଶାଳ ଶୋଭାଯାତ୍ରାରେ ହୋଟେଲ ଯାଏ ଯାଇଥିଲେ ଖେଳାଳୀମାନେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top