Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଜ୍ରପାତ ଚାଲିଗଲାରେ ନାବାଳକଙ୍କ ଜୀବନ

ବୀରମିତ୍ରପୁର (ଓଡ଼ିଶା ୱେୟାର): ଆକାଶରୁ ଖସିଲା ନିଆଁ। ଖେଳୁଥିବା ବେଳେ ଚାଲିଗଲା ନାବାଳକଙ୍କ ଜୀବନ। ଆଜି ଏମିତି ଏକ ଅଘଟଣ ଘଟିଛି ସୁନ୍ଦରଗଡ଼ ଜିଲ୍ଲା ସ୍ଥିତ କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଝାରବେଡା ପଞ୍ଚାୟତ ସଂଲଗ୍ନ କରମା ବାହାଲ ଗ୍ରାମସ୍ଥିତ ସାହୁପଡା ବସ୍ତିରେ। ଯେଉଁଠାରେ ଜଣେ ନାବାଳକର ବଜ୍ରପାତରେ ମୃତ୍ୟୁ ଘଟିଛି।
ଗାଁର ବାସିନ୍ଦା ୱିଲିୟମ୍ କୁଲୁଙ୍କ ୧୨ ବର୍ଷର ଶିଶୁ ପୁତ୍ର ଅଶ୍ୱିନ କୁଲୁ ନିଜ ଘର ଅଗଣାରେ ଖେଳୁଥିଲେ। ଏହି ସମୟରେ ହଠାତ୍ ବଜ୍ରପାତ ମାରିଥିଲା। ଆଉ ଏହି ବଜ୍ରପାତରେ ଅଶ୍ୱିନୀ ତଳେ ପଡିଯାଇଥିଲେ।
ପରିବାର ଲୋକେ ତୁରନ୍ତ ତାକୁ ରାଉରକେଲା ସ୍ଥିତ ଇସ୍ପାତ ଜେନେରାଲ୍ ହସ୍ପିଟାଲକୁ ନେଇଥିଲେ। କିନ୍ତୁ ସେତେବେଳକୁ ବହୁ ବିଳମ୍ବ ହୋଇଯାଇଥିଲା। ସେଠାରେ ଡାକ୍ତର ତାକୁ ମୃତ୍ୟୁ ଘୋଷଣା କରିଥିଲେ। ବଜ୍ରପାତରେ ମୃତ୍ୟୁବରଣ କରିଥିବା ଶିଶୁ ଜଣକ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top