Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କାଲିଠୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର (ଓଡ଼ିଶା ଓ୍ବେୟାର) : ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେସନ । ଏଥିପାଇଁ ଚାଲିଛି ଜୋରଦାର୍‌ ପ୍ରସ୍ତୁତି ।ଏହା ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ଡିଜି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଅଫିସର ମୁତୟନ ହେବେ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥା କରାଯାଇଛି।
ବିଧାନସଭା ଭିତରେ ଓ ବାହାରେ ଏବଂ ସଂପୂର୍ଣ୍ଣ ସ୍ଥାନକୁ ସିଲ୍ କରାଯିବ। କୋଭିଡ୍ କଟକଣାରେ ସେପ୍ଟେମ୍ବର ୧ରୁ ୯ ତାରିଖ ଯାଏ ଚାଲିବ ଅଧିବେଶନ । ଚଳିତ ଅଧିବେଶନରେ ରହିବ ୮ଟି କାର୍ଯ୍ୟ ଦିବସ । ଏଥର ସରଗରମ ରହିବ ଗୃହ। ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ପାଖେରେ ରହିଛି ପୁଳା ପୁଳା ପ୍ରସଙ୍ଗ।
ଆଗାମୀ ପଞ୍ଚାୟତ ନିର୍ବାଚନ ନେଇ ମୌସୁମୀ ଅଧିବେଶନରେ କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍ ଗୃହରେ ଆସିପାରେ । ଏହାପୂର୍ବରୁ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ବିଧାନସଭାରେ ଦଳର ରଣନୀତି ଉପରେ ଆଲୋଚନା ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top